ପ୍ରମୁଖ ଖବର
  • ଚଣ୍ଡିଗଡ଼ ମେୟର ନିର୍ବାଚନ: ଆପ୍‌ ପ୍ରାର୍ଥୀ ବିଜୟୀ , ଫଳାଫଳ ଘୋଷଣା କଲେ ସୁପ୍ରିମକୋର୍ଟ
  • ||
  • ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ: ଇଣ୍ଡିଆନ୍ ସ୍କ୍ବାର୍ଡକୁ ଫେରିବେ କେ.ଏଲ୍‌ ରାହୁଲ
  • ||
  • କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ ଘଟଣା, ନଗର କଂଗ୍ରେସ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ମଙ୍ଗଳବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଲୋକାର୍ପଣ ହେବ ସ୍କିଲ୍‌ ଇଣ୍ଡିଆ ସେଣ୍ଟର
  • ||
  • ମାଟ୍ରିକ୍ ପରୀକ୍ଷା ପୂର୍ବରୁ ଝୁଲିପଡିଲେ ଛାତ୍ର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୪-୨୫ ପର୍ବପର୍ବାଣୀ ତାଲିକା ପ୍ରକାଶ: ଜୁନ୍‌ ୨୨ରେ ସ୍ନାନ ଯାତ୍ରା, ଜୁଲାଇ ୭ରେ ଶ୍ରୀଗୁଣ୍ଡିଚା
  • ||
  • ରାଜ୍ୟର ୯୬ ଲକ୍ଷ ପରିବାରକୁ ମିଳିବ ହଜାରେ ଲେଖାଏଁ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ବୁର୍ଜା ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ, ୨ ଆହତ
  • ||
  • ମଙ୍ଗଳବାର ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଗଙ୍ଗାଧର ସେଚ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ମାଘରେ ବଢ଼ୁଛି ତାତି: ଟିଟଲାଗଡ଼ ପାଲଟିଲାଣି ତତଲା ସହର, ୩୬ ଡିଗ୍ରୀ ପାର୍ ତାପମାତ୍ରା, ୨୪ରୁ ଘଡଘଡି ସହ ବର୍ଷା ସମ୍ଭାବନା
  • ||
  • ମଙ୍ଗଳବାରଠୁ ମାଟ୍ରିକ ପରୀକ୍ଷା: ୫ଲକ୍ଷ ୫୧ ହଜାର ୬୨୧ଛାତ୍ରଛାତ୍ରୀ ଦେବେ ପରୀକ୍ଷା, କପି ଜଗିବ AI କ୍ୟାମେରା
  • ||

କାରକୁ ଧକ୍କା ଦେଇ ଓଲଟିଲା ବସ , ୩୦ ଯାତ୍ରୀ ଆହତ

ରାଉରକେଲା, ୧୧।୨ :ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ନିକଟରେ  ଭାରସାମ୍ୟ ହରାଇ ଏକ ବସ ଓଲଟି ପଡିବାରୁ ୩୦ ଯାତ୍ରୀ ଆହତ ହୋଇଛନ୍ତି।  ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। 

ରାଉରକେଲାରୁ ୩୫ ଯାତ୍ରୀଙ୍କୁ ନେଇ ବସ୍‌ କୁସୁମୀ ଯାଉଥିଲା । କଲୁଙ୍ଗା  ରେଳ ଫାଟକ ବନ୍ଦ କରିବା ସମୟରେ ବସଟି ପାର ହେବା ପାଇଁ ଚେଷ୍ଟା କରୁଥିଲା । ଏହି ସମୟରେ  ସାମ୍ନା ପଟୁ ଆସୁଥିବା କାରକୁ ବସଟି ଧକ୍କା ଦେଇ ଓଲଟି ପଡିଥିଲା।  ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।  

ଆହୁରି ପଢନ୍ତୁ : ପୁଅକୁ କଚାଡି ମାରିଲା ନିଶାସକ୍ତ ବାପା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.