ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ଫିଆଟଲକ୍ସର ୩୩ତମ ବାର୍ଷିକ ଉତ୍ସବ ନେଇ ରକ୍ତଦାନ ଶିବିର

ନୀଳଗିରି, ୨୬/୧ : ନୀଳଗିରିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଫିଆଟଲକ୍ସ କ୍ଲବର ୩୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ସକାଳେ ଅନୁଷ୍ଠାନ ତରଫରୁ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା । ପରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ନୀଳଗିରି ଥାନା ଅଧିକାରୀ ଗୋପାଳଚନ୍ଦ୍ର କର୍ଣ୍ଣ ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ମୋଟ ୩୫ୟୁନିଟ ରକ୍ତ ସଂଗ୍ରହ ହୋଇଛି । 

ଏଥିରେ ଅନୁଷ୍ଠାନର ସଭାପତି ସଂଜୀବ ମହାପାତ୍ର, ସମ୍ପାଦକ ତାପସ ପରିଡ଼ା, ଉପସଭାପତି ସୁମନ ଦାସ, ସହ ସମ୍ପାଦକ ଜିତେନ୍ଦ୍ର ରାଉତ, ପୂର୍ବତନ ସଭାପତି ଧର୍ମେନ୍ଦ୍ର ମହାପାତ୍ର, ସୁରଞ୍ଜନ ମହାପାତ୍ର, ଦିପ୍ତିକାନ୍ତ ପୃଷ୍ଟି, ସାହେବ ମର୍ଦ୍ଧରାଜ, ଶିଶିର ରାଉତ, ମାନସ ପାଢୀ, ଆଇନ ପରାମର୍ଶ ଦାତା ବିନୟ ପ୍ରଧାନ, ରାଜେନ୍ଦ୍ର ଜେନା, ବିବେକ ସାହୁ, ସିମନ ରାଉତ, ପୂର୍ଣ୍ଣଚନ୍ଦ୍ର ମହାନ୍ତି ପ୍ରମୁଖ ସଭ୍ୟ ଉପସ୍ଥିତ ଥିଲେ। ଆଜି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ନେଇ ସ୍ଥିର ହୋଇଥିବାବେଳେ ସୁନାମଧନ୍ୟ କଣ୍ଠଶିଳ୍ପୀ ବିଭୁକିଶୋର ସଙ୍ଗୀତ ପରିବେଷଣ କରିବେ ବୋଲି ଜଣାପଡ଼ିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.