PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ବିଜେଡି ୩୬ ଜଣ ସାଧାରଣ ସମ୍ପାଦକଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର – ବିଜେଡିର ୩୬ ଜଣ ସାଧାରଣ ସମ୍ପାଦକଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସାଧାରଣ ସମ୍ପାଦକମାନଙ୍କୁ ଏହି ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି ।


ସ୍ନେହାଙ୍ଗୀନି ଛୁରିଆଙ୍କୁ ଅନୁସୂଚିତ ଜନଜାତିର ସଶକ୍ତିକରଣ ପ୍ରଦାନ କରାଯାଇଛି । ଜଗନ୍ନାଥ ସାର୍‌କା ଜନଜାତିର ସଶକ୍ତିକରଣ ଓ ସଂଖ୍ୟାଲଘୁ ବ୍ୟାପାର , ଆୟୁବ ଖାନ୍‌ଙ୍କୁ ସଂଖ୍ୟାଲଘୁ ବ୍ୟାପାର, ଦେବେଶ ଆଚାର୍ଯ୍ୟଙ୍କୁ ଓଡିଶା : ମୋ ପରିବାର , ଉମାକାନ୍ତ ସାମନ୍ତରାୟଙ୍କୁ ସାମାଜିକ ବିକାଶ, ବ୍ୟୋମକେଶ ରାୟ ଛାତ୍ର ବ୍ୟାପାର ଦାୟିତ୍ୱ ନ୍ୟସ୍ତ କରିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ ।


ସେହିପରି ସୁଶାନ୍ତ ସିଂହଙ୍କୁ ସଶକ୍ତ ଓଡିଶାର ଦାୟିତ୍ୱ ଦିଆଯାଇଥିବା ବେଳେ ଚନ୍ଦ୍ରସାରଥୀ ବେହେରାଙ୍କୁ ଅନୁସୂଚିତ ଜନଜାତିର ସଶକ୍ତିକରଣ । ମନୋହର ରାନ୍ଧାରୀଙ୍କ ସଶକ୍ତ ଓଡିଶା, ପୂର୍ଣ୍ଣଚନ୍ଦ୍ର ସ୍ୱାଇଙ୍କୁ ସାମାଜିକ ବିକାଶ, ଅନନ୍ତ ନାରାୟଣ ଜେନା ସଶକ୍ତ ଓଡିଶାର ଦାୟିତ୍ୱ ଦିଆଯାଇଛି ।

ସମ୍ବନ୍ଧିତ ଖବର