ପ୍ରମୂଖ ଖବର
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ତିଗିରିଆରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ତିଗିରିଆ,୯ । ୯:  ତିଗିରିଆ ଅଦାଲତ ପରିସରରେ ତାଲୁକ୍ ଆଇନ ସେବା କମିଟିର ଅଧ୍ୟକ୍ଷା ତଥା ତିଗିରିଆ ଅଦାଲତର ବିଚାରପତି ସୁଶ୍ରୀ ପ୍ରେରଣା ଶ୍ରୀ ଦେଓଙ୍କ ଅଧ୍ୟକ୍ଷତାରେ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୩୯ ଗୋଟି ଫୌଜଦାରୀ ମାମଲା ମଧ୍ୟରୁ ୨୭ ଗୋଟି ମାମଲାର ଫଇସଲା ହୋଇଥିବା ବେଳେ ସ୍ଥାନୀୟ ବ୍ୟାଙ୍କର ୬ ଗୋଟି ଅନାଦେୟ ଋଣ ମାମଲାର ଫଇସଲା ହୋଇ ୧,୦୮,୧୦୦ ଟଙ୍କା ଆଦାୟ ହୋଇଥିଲା। ସେହିପରି ୩୬୫ ଗୋଟି ରାଜସ୍ବ ମାମଲାର ଫଇସଲା ହୋଇ ୨୪,୭୬୨ ଟଙ୍କା ଆଦାୟ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ତିଗିରିଆ ଓକିଲ ସଂଘ ସଭାପତି ମଙ୍ଗଳ କୃଷ୍ଣ ଦାସ, ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ କୁମାର ପଟ୍ଟନାୟକ, ବିକ୍ରମ କେଶରୀ ଦାସ, ରମେଶ ଚନ୍ଦ୍ର ମାଝୀ, ସରୋଜ କୁମାର ସାହୁ, ସଞ୍ଜୟ କୁମାର ଦାସ, ଶ୍ରୀକାନ୍ତ କୁମାର ସାହୁ, ରଘୁନାଥ ଦାସ, ତନ୍ମୟ କୁମାର ମିଶ୍ର, ସୁଚିତ୍ର କୁମାର ସାହୁ, ସୁବାସ ଚନ୍ଦ୍ର ସାହୁ , ଶାନ୍ତନୁ କୁମାର ଦାଶ, ରଞ୍ଜନ କୁମାର ମହାରଣା, ଆଶୁତୋଷ ମିଶ୍ର, ଇଭା ପଣ୍ଡା ପ୍ରମୁଖ ଉପସ୍ଥିତ ଥିବା ବେଳେ ଅଦାଲତର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥି

  • cuttack
  • Lok Adalat
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.