PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ: ୪ ଯବାନ ସହିଦ୍

source:www.ndtv.com

ଶ୍ରୀନଗର ୧୮/୨: ପୁଲୱାମାରେ ପୁଣି ଚାରି ଜଣ ଯବାନ ସହିଦ ହୋଇଛନ୍ତି । ଗତକାଲି ରାତିରେ ଏକ ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି ୪ ଜଣ ଯବାନ। ସହିଦଙ୍କ ମଧ୍ୟରେ ଜଣେ ମେଜର ବି ଅଛନ୍ତି। ଏହି ଘଟଣାରେ ଜଣେ ସାଧାରଣ ନାଗରିକ ମଧ୍ୟ ପ୍ରାଣ ହରାଇଛନ୍ତି।

ପୁଲୱାମାଠାରୁ ପ୍ରାୟ ତିନି କିଲୋମିଟର ଦୂର ପିଙ୍ଗଲନ ଅଞ୍ଚଳରେ ଜୈଶ-ଇ-ମହମ୍ମଦର ଦୁଇରୁ ତିନି ଜଣ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ପାଇବା ପରେ ଗତକାଲି ବିଳମ୍ବିତ ରାତିରେ ସେନା, ସ୍ଥାନୀୟ ପୁଲିସ୍ ଓ ସିଆର୍ପିଏଫ୍ ପକ୍ଷରୁ ମିଳିତ ଅପରେସନ୍ ଆରମ୍ଭ କରାଯାଇଥିଲା । ଏହି ଅପରେସନ ସମୟରେ ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସମସ୍ତ ଯବାନ୍ ୫୫ ରାଷ୍ଟ୍ରୀୟ ରାଇଫଲର । ସହିଦ ଯବାନମାନେ ହେଉଛନ୍ତି ମେଜର ଜେନେରାଲ ଡି.ଏସ ଡାଣ୍ଡିଆଲ, ହେଡ୍ କନଷ୍ଟେବଳ ସେବା ରାମ, ଅଜୟ କୁମାର ଓ ହରି ସିଂ ।

ସମ୍ବନ୍ଧିତ ଖବର