​​​​​​​କଟକ,୭।୧୨ : ବାରବାଟୀ ଟି-ଟ୍ବେଣ୍ଟି ଟିକେଟ କଳାବଜାରୀ ଅଭିଯୋଗରେ ପୁଲିସ ୪ଜଣଙ୍କୁ ଗିରଫ କରିଛି। । ସେମାନଙ୍କ ନିକଟରୁ ଟି-୨୦ ମ୍ୟାଚର ୨୧ଟି ଟିକେଟ୍ ପୋଲିସ ଜବତ କରିଛି। ଏ ନେଇ ଦରଘା ଵଜାର ଓ ବିଡାନାସୀ ଥାନାରେ ଦୁଇଟି ପୃଥକ ପୃଥକ ମାମଲା ରୁଜୁ ହୋଇଛି ବୋଲି କଟକ ଡିସିପି ସୂଚନା ଦେଇଛନ୍ତି।