ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ରଘୁପତି ନଗର ବୋମାମାଡ଼ ଘଟଣା : ୪ ଗିରଫ, ୩ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୮।୩ : ରଘୁପତି ନଗର ବୋମାମାଡ଼ ଘଟଣାରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ତିନୋଟି ମୋବାଇଲ ଫୋନ, ଗୋଟିଏ ବୋମା, ଖଣ୍ଡା, ଗୋଟିଏ ମୋଟରସାଇକେଲ ଜବତ  କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ସୁମନ ପଟ୍ଟନାୟକ ଓ ସୁଦର୍ଶନ ପାଢ଼ୀ, ଦୀପକ ସାହୁ ଓ କାଳିଆ ସାହୁ ।

 ଗତ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ଫାଷ୍ଟଗେଟ ରଘୁପତି ନଗର ୨ୟ ଲାଇନରେ ରହୁଥିବା ସିଆରସିସି ଟୁକୁନା ଭୂୟାଁଙ୍କ ଉପରକୁ ବୋମାମାଡ଼ ହୋଇଥିଲା । ଏହି ଘଟଣାରେ ପୁଲିସ ସୁମନ ପଟ୍ଟନାୟକ ଓ ସୁଦର୍ଶନ ପାଢ଼ୀ, ଦୀପକ ସାହୁ ଓ କାଳିଆ ସାହୁଙ୍କୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ସୁଦର୍ଶନ ପାଢ଼ୀ, କାଳିଆ ଏବଂ ଦୀପକ ନାଁ ରେ ଗୋଟିଏ ଲେଖାଏଁ ମାମଲା  ରହିଛି. । ବିଭିନ୍ନ ସମୟରେ ଅପରାଧୀମାନେ ଗନ ପାଉଡର ଆନ୍ଧ୍ରରୁ ଆଣୁଥିବା ପୁଲିସ କହିଛି । ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ ଏସପି ସୂଚନା ଦେଇଛନ୍ତି। 

ଆହୁରି ପଢନ୍ତୁ : ସୁନ୍ଦରଗଡ଼ରେ ମହାବଳ ବାଘ ଠାବ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.