ପ୍ରମୁଖ ଖବର
  • ବରଗଡ଼ : ଗୋଡଭଗା ରେଳ ଷ୍ଟେସନ ନିକଟରେ ପୁରୁଣା କୋଠାଘର ଭାଙ୍ଗି ଜଣେ ମୃତ, ୩ ଗୁରୁତର
  • ||
  • ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ମୁକୁଦ ସୋଡ଼ି
  • ||
  • ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ
  • ||
  • ବାପାକୁ ପିଟି ପିଟି ହତ୍ୟା! ଅଭିଯୁକ୍ତ ପୁଅ ଫେରାର୍‌
  • ||
  • DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା
  • ||
  • ରାଜଧାନୀରୁ ରହସ୍ୟଜନକ ଭାବେ ଡାକ୍ତର, ଇଞ୍ଜିନିୟର ନିଖୋଜ; ରେଳଷ୍ଟେସନ ସିସିଟିଭି ଅଣ୍ଡାଳୁଛି ପୁଲିସ
  • ||
  • ନୂଆଦିଲ୍ଲୀରେ ମୋଦି ସରକାରଙ୍କ ଶେଷ ମନ୍ତ୍ରୀ ପରିଷଦ ବୈଠକ, ରବିବାର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା
  • ||
  • ମାର୍ଚ୍ଚ ୬ରୁ ହାତୀ ଛୁଆଙ୍କ ପାଠପଢ଼ା ଆରମ୍ଭ, ୪ ଓଡ଼ିଆଙ୍କ ସମେତ ଆସାମରୁ ଆସିଛନ୍ତି ୨ ଦକ୍ଷ ଟ୍ରେନର୍
  • ||
  • WPL 2024: ବିଜୟକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍‌, ଆରସିବିକୁ ୭ ୱିକେଟ୍‌ରେ ହରାଇଲା
  • ||
  • ରବିବାର ୭ ଜିଲ୍ଲାରେ ବର୍ଷା, ଘଡ଼ଘଡ ସମ୍ଭାବନା: ଦିନରେ ତାତି ଆହୁରି ବଢ଼ିପାରେ
  • ||

ଇଟା ଭାଟିରେ ଚାଲିଗଲା ଜୀବନ, ଶ୍ଵାସରୁଦ୍ଧ ହୋଇ ୪ ମୃତ

ଢେଙ୍କାନାଳ, ୧୦/୦୨ : ଇଟା ଭାଟିରେ ଚାଲିଗଲା ୪ ଜଣଙ୍କ ଜୀବନ। ଶ୍ଵାସରୁଦ୍ଧ ହୋଇ ୪ ମୃତ। କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳଙ୍ଗ ଗାଁ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଛି।

ସୂଚନାନୁଯାୟୀ, କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳଙ୍ଗ ଗାଁ ନିକଟରେ ଥିବା ଇଟା ଭାଟିରେ ନିଆଁ ଲାଗି ଯାଇଥିଲା। ଫଳରେ ଇଟା ବାଟି ଉପରେ ଶୋଇଥିବା ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଏକ ଶିଶୁ ରହିଛି। ଶ୍ରମିକମାନେ ହାତୀ ଭୟରେ ଇଟାଭାଟି ଉପରେ ଶୋଇଥିବା ବେଳେ ଏହି ଅଘଟଣ ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.