ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଇଟା ଭାଟିରେ ଚାଲିଗଲା ଜୀବନ, ଶ୍ଵାସରୁଦ୍ଧ ହୋଇ ୪ ମୃତ

ଢେଙ୍କାନାଳ, ୧୦/୦୨ : ଇଟା ଭାଟିରେ ଚାଲିଗଲା ୪ ଜଣଙ୍କ ଜୀବନ। ଶ୍ଵାସରୁଦ୍ଧ ହୋଇ ୪ ମୃତ। କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳଙ୍ଗ ଗାଁ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଛି।

ସୂଚନାନୁଯାୟୀ, କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳଙ୍ଗ ଗାଁ ନିକଟରେ ଥିବା ଇଟା ଭାଟିରେ ନିଆଁ ଲାଗି ଯାଇଥିଲା। ଫଳରେ ଇଟା ବାଟି ଉପରେ ଶୋଇଥିବା ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଏକ ଶିଶୁ ରହିଛି। ଶ୍ରମିକମାନେ ହାତୀ ଭୟରେ ଇଟାଭାଟି ଉପରେ ଶୋଇଥିବା ବେଳେ ଏହି ଅଘଟଣ ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.