ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ପୂର୍ବ ଶତ୍ରୁତାକୁ ନେଇ ଏସିଡ ମାଡ, ୪ ଗୁରୁତର

ପୁରୀ,୧୪।୫ :  ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏସିଡ ମାଡ। ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିବା ସହ ଏସିଡ୍ ମାଡ ହୋଇଛି। ସିଦ୍ଧମହାବୀର ଚମାର ସାହିରେ  ଘଟଣା ଘଟିଛି। ଏସିଡ ମାଡରେ ଉଭୟ ପକ୍ଷର ୪ ଜଣ ଗୁରୁତର ଓ ୩ ଜଣ ଆହତ ହୋଇଛନ୍ତି । ସଦର ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କୁ  ଭର୍ତ୍ତି କରିଛି। ତାଳବଣିଆ ଥାନା ପୋଲିସ ପହଞ୍ଚି ଘଟଣାର  ତଦନ୍ତ ଆରମ୍ଭ କରିଛି। ଜମିବାଡ଼ି ବିବାଦକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ଶତ୍ରୁତା ଲାଗି ରହିଥିଲା।  

ଆହୁରି ପଢନ୍ତୁ : ସ୍ତ୍ରୀକୁ ହତ୍ୟା ପରେ ମୃତଦେହକୁ ବସ୍ତା ଭିତରେ ସିଲେଇ କରି ରଖିଥିଲା ସ୍ବାମୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.