ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୂର୍ବ ଶତ୍ରୁତାକୁ ନେଇ ଏସିଡ ମାଡ, ୪ ଗୁରୁତର

ପୁରୀ,୧୪।୫ :  ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏସିଡ ମାଡ। ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିବା ସହ ଏସିଡ୍ ମାଡ ହୋଇଛି। ସିଦ୍ଧମହାବୀର ଚମାର ସାହିରେ  ଘଟଣା ଘଟିଛି। ଏସିଡ ମାଡରେ ଉଭୟ ପକ୍ଷର ୪ ଜଣ ଗୁରୁତର ଓ ୩ ଜଣ ଆହତ ହୋଇଛନ୍ତି । ସଦର ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କୁ  ଭର୍ତ୍ତି କରିଛି। ତାଳବଣିଆ ଥାନା ପୋଲିସ ପହଞ୍ଚି ଘଟଣାର  ତଦନ୍ତ ଆରମ୍ଭ କରିଛି। ଜମିବାଡ଼ି ବିବାଦକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ଶତ୍ରୁତା ଲାଗି ରହିଥିଲା।  

ଆହୁରି ପଢନ୍ତୁ : ସ୍ତ୍ରୀକୁ ହତ୍ୟା ପରେ ମୃତଦେହକୁ ବସ୍ତା ଭିତରେ ସିଲେଇ କରି ରଖିଥିଲା ସ୍ବାମୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.