ପ୍ରମୂଖ ଖବର
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ରେଳ ଷ୍ଟେସନରୁ ୪କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

Published By : Gurupada Nath | May 30, 2025 6:00 PM

କଣ୍ଟାବାଞ୍ଜି,୩୦/୫ :  ବେଆଇନ ଭାବେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ସନ୍ଦେହରେ ଆରପିଏଫ ଦ୍ୱାରା ଜଣେ ଅଟକ। ପରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଅବକାରୀ ପୋଲିସ ଖବର ଦେବାରୁ ଜଣକୁ ଗିରଫ କରାଯାଇଛି । ଗିରଫ ଜଣଙ୍କ ହେଲେ ମଧ୍ୟପ୍ରଦେଶର ବଚନ ଲାଲ । ବଚନ ଲାଲଠାରୁ ଅବକାରୀ ପୋଲିସ ୪କେଜି ୭୫୦ଗ୍ରାମ ଗଞ୍ଜେଇ ଜବତ କରିଛି। 

ଗିରଫ ବଚନକୁ କୋର୍ଟ ଚାଲାଣ କରାଯାଇଥିବାବେଳେ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୂଚନା ଅନୁସାରେ କଣ୍ଟାବାଞ୍ଜି ରେଳ ଷ୍ଟେସନରୁ କଣ୍ଟାବାଞ୍ଜିରୁ ମଧ୍ୟପ୍ରଦେଶ ଗଞ୍ଜେଇ ନେଇକି ଯାଉଥିଲା ବଚନ। ଅବକାରୀ ପୋଲିସ ଖବରପାଇ ଆରପିଏଫ ସହଯୋଗରେ ବଚନ ଲାଲକୁ ଅଟକ ରଖି ଅଧିକ ତଦନ୍ତ ପରେ ତା’ ପାଖରୁ ଗଞ୍ଜେଇ ବାହାରିଥିଲା ।ଏହି ଜବତ ସମୟରେ ଅବକାରୀ ଅଧିକାରୀ ସଚିନ ବେହେରା, ପ୍ରବୀଣ କୁମାର ସାହୁ, ଅବକାରୀ କର୍ମଚାରୀଙ୍କ ସମେତ ଆରପିଏଫ କର୍ମଚାରୀ ସାମିଲ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.