PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଢେଙ୍କାନାଳ, ୨୮।୭ ଢେଙ୍କାନାଳ ସହରର ରାଧାକୃଷ୍ଣ ବଜାରରେ ଅବକାରୀ ସ୍ୱତନ୍ତ୍ର ସ୍କ୍ୱାର୍ଡ ଚଢାଉ କରି  ୪୦ ଗ୍ରାମର ବ୍ରାଉନ ସୁଗାର ଜବତ କରିଛି। ଏଥିସହ  ଏହି ବ୍ରାଉନ ସୁଗାର ବେପାର କରୁଥିବା ରାହୁଲ ସାହୁଙ୍କୁ ଗିରଫ କରିଛି  । ଗିରଫ ଯୁବକର ଘର ଢେଙ୍କାନାଲ ସହରର ମାଣ୍ଡପା ସାହିରେ । ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ଚାରି ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି।  ବିଶେଷ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ସମ୍ବଲପୁରର ଏକ ୧୪ ଜଣିଆ ସ୍ବତନ୍ତ୍ର ସ୍କ୍ବାଡ ଏହି ଚଢ଼ାଉ କରି ଧରିଥିବା ଅବକାରୀ ବିଭାଗର ସମ୍ବଲପୁର ଅତିରିକ୍ତ କମିଶନର  କହିଛନ୍ତି।

ସମ୍ବନ୍ଧିତ ଖବର