ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬।୯ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ପଡୋଶୀ ସୁକୁମା ଜିଲ୍ଲା ପୁଲିସ ନିକଟରେ ୪ ଜଣ ଦୁର୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣ ଙ୍କ ମୁଣ୍ଡ ଉପରେ ଏଲ ଲକ୍ଷଟଙ୍କା ର ପୁରସ୍କାର ରାଶି ଘୋଷିତ ହୋଇଥିଲା। ଏହି ମାଓବାଦୀ ମାନେ ସୀମାନ୍ତ ସୁକୁମା ଜିଲ୍ଲାର ଚିନ୍ତାଗୁମ୍ପା ଦଲମ ରେ କାର୍ଯ୍ୟକରୁଥିଲେ। ସମସ୍ତ ଆତ୍ମସମର୍ପଣ କରିଥିବା ନକ୍ସଲ ସଦସ୍ୟମାନେ ନକ୍ସଲ ସଂଗଠନରେ ୪ ରୁ୫ ବର୍ଷଧରି କାର୍ଯ୍ୟ କରୁଥିଲେ।

 ଛତିଶଗଡ ରାଜ୍ୟ ବିକାଶ ତଥା ନିରାପତ୍ତା ଭାବନା ତଥା ସୁକମା ପୋଲିସ୍ ଦ୍ୱାରା ପରିଚାଳିତ "ପୁନା ନାର୍କମ୍ ଅଭିଯାନ" (ନୂତନ ସକାଳ - ନୂତନ ଆରମ୍ଭ)ଯୋଜନା ଦ୍ୱାରା ସରକାରଙ୍କ "ଛତିଶଗଡ ନକ୍ସଲବାଦ ବିଲୋପ ନୀତି" ଅଧୀନରେ ଆତ୍ମସମର୍ପଣ କରିଛନ୍ତି। ଚିନ୍ତାଗୁମ୍ଫା ମାଓବାଦୀ ଦଲମ ଏରିଆ କମାଣ୍ଡର  ଏକ ଲକ୍ଷଟଙ୍କା ପୁରସ୍କାର ଘୋଷିତ କାର୍ତ୍ତମ ସୁବାକା,ମାଓବାଦୀ ଦଲମ ସଦସ୍ୟ ମାଡ଼ବି କାମା, କବାସୀ ପାଣ୍ଡୁ,ମାଡ଼ବି ମାଡ଼କାମ   ସୁକମା ଜିଲ୍ଲା ପୁଲିସ କାର୍ଯ୍ୟାଳୟ ଠାରେ ଡିଏସପି ରଜତ ନାଗ ଙ୍କ ନିକଟର  ଆତ୍ମସମର୍ପଣ କରି ମୁଖ୍ୟସ୍ରୋତ ରେ ସାମିଲ ହୋଇଛନ୍ତି। ସରକାରଙ୍କ ପୁନର୍ବାସ ଯୋଜନା ଅଧୀନରେ ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କୁ ସହାୟତା ଏବଂ ଅନ୍ୟାନ୍ୟ ସୁବିଧା ଯୋଗାଇ ଦିଆଯିବ ବୋଲି ପୁଲିସ ସୂଚନା ଦେଇଛି।

ଆହୁରି ପଢନ୍ତୁ : ପୂଜା ଚାନ୍ଦାକୁ ନେଇ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ , ୩ ଗୁରୁତର

Copyright © 2022 - Summa Real Media Private Limited. All Rights Reserved.