ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ମର୍ମନ୍ତୁଦ ଦୁର୍ଘଟଣା : କାର-ଆଇଚର ମୁହାଁମୁହିଁ ଧକ୍କା, ୪ ମୃତ

ତିଗିରିଆ, ୧୮।୯ ତିଗିରିଆ ଥାନା ଅନ୍ତର୍ଗତ ନୂଆସଡକ ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର ଓ ଆଇଚର ମୁହାଁମୁହିଁ ଧକ୍କା ହୋଇ ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରିନି। 

ତିଗିରିଆ ଥାନା ଅନ୍ତର୍ଗତ ନୂଆସଡକ ଛକରେ ଆଇଚର ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା।  ଏଥିସହ ୨ ଜଣ ଗୁରୁତର ହୋଇଥିଲେ। ଗୁରୁତର ଦୁଇଜଣଙ୍କୁ ସ୍ଥାନୀୟ ଲୋକେ  ଉଦ୍ଧାର କରି  ଆଠଗଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ମଧ୍ୟ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକେ ଏବଂ ତିଗିରିଆ ପୁଲିସ ପହଞ୍ଚି ମୃତଦେହ ଗୁଡିକୁ ଉଦ୍ଧାର କରିଛି। ମୃତକମାନଙ୍କ ପରିଚୟ ମିଳି ନ ଥିବା ବେଳେ ସମସ୍ତେ  ନୂଆପାଟଣା ବିନ୍ଧାଣିମା ଅଂଚଳର ବୋଲି ଜଣାପଡିଛି।

ଆହୁରି ପଢନ୍ତୁ : ଓଲଟି ପଡିଲା ଏଲପିଜି ଭର୍ତ୍ତି ଟ୍ରକ୍, ସୁରକ୍ଷିତ ଭାବେ ସିଲିଣ୍ଡର୍ ଗୁଡ଼ିକୁ ସ୍ଥାନାନ୍ତର

Copyright © 2022 - Summa Real Media Private Limited. All Rights Reserved.