ପ୍ରମୁଖ ଖବର
  • ବରଗଡ଼ : ଗୋଡଭଗା ରେଳ ଷ୍ଟେସନ ନିକଟରେ ପୁରୁଣା କୋଠାଘର ଭାଙ୍ଗି ଜଣେ ମୃତ, ୩ ଗୁରୁତର
  • ||
  • ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ମୁକୁଦ ସୋଡ଼ି
  • ||
  • ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ
  • ||
  • ବାପାକୁ ପିଟି ପିଟି ହତ୍ୟା! ଅଭିଯୁକ୍ତ ପୁଅ ଫେରାର୍‌
  • ||
  • DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା
  • ||
  • ରାଜଧାନୀରୁ ରହସ୍ୟଜନକ ଭାବେ ଡାକ୍ତର, ଇଞ୍ଜିନିୟର ନିଖୋଜ; ରେଳଷ୍ଟେସନ ସିସିଟିଭି ଅଣ୍ଡାଳୁଛି ପୁଲିସ
  • ||
  • ନୂଆଦିଲ୍ଲୀରେ ମୋଦି ସରକାରଙ୍କ ଶେଷ ମନ୍ତ୍ରୀ ପରିଷଦ ବୈଠକ, ରବିବାର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା
  • ||
  • ମାର୍ଚ୍ଚ ୬ରୁ ହାତୀ ଛୁଆଙ୍କ ପାଠପଢ଼ା ଆରମ୍ଭ, ୪ ଓଡ଼ିଆଙ୍କ ସମେତ ଆସାମରୁ ଆସିଛନ୍ତି ୨ ଦକ୍ଷ ଟ୍ରେନର୍
  • ||
  • WPL 2024: ବିଜୟକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍‌, ଆରସିବିକୁ ୭ ୱିକେଟ୍‌ରେ ହରାଇଲା
  • ||
  • ରବିବାର ୭ ଜିଲ୍ଲାରେ ବର୍ଷା, ଘଡ଼ଘଡ ସମ୍ଭାବନା: ଦିନରେ ତାତି ଆହୁରି ବଢ଼ିପାରେ
  • ||

ପିକ୍ଅପ୍ ଭ୍ୟାନ ଓଲଟି ୫ ଶ୍ରମିକ ମୃତ, ୨୦ ଆହତ

ଧର୍ମଗଡ,୧୧।୨ : ଡକରୀପଡା ନିକଟରେ ଏକ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡିବାରୁ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିସହ ୨୦ ଜଣ ଆହତ ହୋଇଛନ୍ତି। 

ଜୁନାଗଡ଼ ଥାନା ମିଚା ଗାଁ ଏବଂ ଆଟି ଗାଁ ର ଶ୍ରମିକ ମାନେ ଗୋଲାମୁଣ୍ଡା ବୋରଗୁଡା କୁ ଧାନ ରୋଇବା ପାଇଁ ଯାଇଥିଲେ କାମ ସାରି ସେଠୁ ଘରକୁ ଫେରିବା ବେଳେ ଡୋକରୀପଡା ନିକଟରେ ପିକଅପ ଭାରସାମ୍ୟ ହରାଇ ଓଲଟି ପଡିଥିଲା ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଗୁରୁତର ଶ୍ରମିକଙ୍କୁ ଧର୍ମଗଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ସେଥି ମଧ୍ୟରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜୁନାଗଡ଼ ହସ୍ପିଟାଲରେ ୧୬ ଜଣ ଗୁରୁତର ଶ୍ରମିକଙ୍କୁ ଭର୍ତ୍ତି କରା ଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି l ଆହୁରି ସମସ୍ତ ଗୁରୁତରଙ୍କୁ ଭବାନୀପାଟଣା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି l

ଆହୁରି ପଢନ୍ତୁ : କାରକୁ ଧକ୍କା ଦେଇ ଓଲଟିଲା ବସ , ୩୦ ଯାତ୍ରୀ ଆହତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.