ପ୍ରମୁଖ ଖବର
  • ବିଜେଡିରେ ଯୋଗ ଦେବେ ସୁରେନ୍ଦ୍ର ସିଂଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||
  • ଆଗକୁ ଆହୁରି ବଢ଼ିବ ତାତି, ଆଜି ୪୦ ଡିଗ୍ରୀ ଛୁଇଁବ ପାରଦ ! ଦିନ, ରାତି ତାପମାତ୍ରା ୨ ଡିଗ୍ରୀ ବଢ଼ିପାରେ
  • ||

ଓଡ଼ିଶାରେ ଖୋଲିବ ୪୫୦ ନୂଆ ଡ଼ାକଘର, ୨୦୨୪ ମାର୍ଚ୍ଚ ଶେଷ ସୁଦ୍ଧା ସରିବ କାମ

ଭୁବନେଶ୍ଵର, ୧୬/୦୫ : ଓଡ଼ିଶାରେ ଖୋଲିବ ୪୫୦ଟି ନୂଆ ଡ଼ାକଘର। ୨୦୨୪ ମାର୍ଚ୍ଚ ଶେଷ ସୁଦ୍ଧା ଏହି ନୂଆ ଡାକଘର ଖୋଲିବ। ଓଡ଼ିଶାର ଦୁର୍ଗମ ଅଞ୍ଚଳର ଲୋକମାନଙ୍କୁ ଏହି ଡାକ ସେବା ମିଳିବ। ସ୍ଵତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ଏହି ପୋଷ୍ଟ ଅଫିସ ଖୋଲିବାକୁ ଯୋଜନା କରିଛି ଡାକ ବିଭାଗ। ମୁଖ୍ୟ ମହା ଡାକପାଳ ଶୁଭେନ୍ଦୁ ସ୍ୱାଇଁ ଏନେଇ ସୂଚନା ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.