ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଡକାୟତି ଉଦ୍ୟମ ବେଳେ ୫ ଆନ୍ତଃରାଜ୍ୟ ଡକାୟତ ଗିରଫ

ନୂଆପଡ଼ା, ୩୦।୪ : ନୂଆପଡ଼ା ଜିଲ୍ଲା ଖରିଆର ରୋଡ଼ ଜୋଙ୍କ ପୋଲିସକୁ ବଡ଼ ସଫଳତା । ଡକାୟତି ଉଦ୍ୟମ ବେଳେ ୫ ଆନ୍ତଃରାଜ୍ୟ ଡକାୟତ ଗିରଫ । ସମସ୍ତେ ପଡ଼ୋଶୀ ଛତିଶଗଡ଼ ରାଜ୍ୟ ମହାଶମୁନ୍ଦ ଜିଲ୍ଲା ବାଗବାହାରା ଥାନା ପୋତାରପାରାର ବୋଲି ଜଣପଡ଼ିଛି । ସେମାନଙ୍କ ପାଖରୁ ୩ଟି ଧରୁଆ ଅସ୍ତ୍ର, ଦୁଇ ମୋବାଇଲ ସହ ଗୋଟିଏ ଦେଶୀ ପିସ୍ତଲ ଜବତ କରିଛି ଜୋଙ୍କ ପୋଲିସ । ଜୋଙ୍କ ନଦୀ ପାଖରେ ଥିବା ଶାନ୍ତି ଉଦ୍ୟାନଠାରେ କଡ଼ା ଯୁକ୍ତି ତର୍କ ସହ ଡକାୟତି ଉଦ୍ୟମ କରୁଥିବା କୌଣସି ସୂତ୍ରରୁ ଖବର ପାଇ ଜୋଙ୍କ ପୋଲିସର ଏକ ଟିମ୍ ଚଢ଼ାଉ କରି ଡକାୟତଙ୍କୁ କାବୁ କରିବାରେ ସଫଳ ହୋଇଛି । ଘଟଣାର ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି ଜୋଙ୍କ ଥାନା ଅଧିକାରୀ ଗୁରୁଦେବ କର୍ମୀ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.