ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ,ଜଣେ ଗିରଫ

ନୀଳଗିରି,୩/୬:  ବାଲେଶ୍ଵର ଜିଲ୍ଲା ନୀଳଗିରି ଅବକାରୀ ବିଭାଗର ଓଆଇସି ଙ୍କ ନେତୃତ୍ବରେ ଏକ ଟିମ ଚଢ଼ାଉ କରି ୫୧ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ  କରିଛି । ଗିରଫ ଅଭିଯୁକ୍ତ ହେଲେ ଛୋଟକାନପୁର ଅଞ୍ଚଳର ସନ୍ତୋଷ କୁମାର ଜେନା। ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ୫ଲକ୍ଷ ଟଙ୍କାର ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.