ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ସୋଆରେ ୫୫ ତମ ଏନ୍‌ଏସ୍‌ଏସ୍‌ ଦିବସ ପାଳିତ

ଭୁବନେଶ୍ୱର, ୨୬/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଙ୍ଗଳବାର ଦିନ ୫୫ତମ ଏନ୍‌ଏସ୍‌ଏସ୍‌ ଦିବସ ପାଳିତ ହୋଇଯାଇଥିଲା ବେଳେ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କ କ୍ଷେତ୍ରରେ ରାଷ୍ଟ୍ରୀୟ ସେବା ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏନ୍‌ଏସ୍‌ଏସ୍‌ କାର୍ଯ୍ୟଧାରାର ମହତ୍ୱ ବିଷୟରେ ଗୁରୁତ୍ୱା ରୋପ କରିଥିଲେ । ସୋଆ ଏନଏସ୍‌ଏସ୍‌ ସଂଯୋଜକ ପ୍ରଫେସର ନଚିକେତା କେ. ଶର୍ମା କାର୍ଯ୍ୟକ୍ରମ ଆୟୋଜନ କରିଥିବା ବେଳେ ବିଶ୍ୱ ବିଦ୍ୟାଳୟର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ଜୀବନରେ ସମାଜ ସେବା ସମ୍ପର୍କରେ ଏହି କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.