ପ୍ରମୂଖ ଖବର
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ମା’ ତାରାତାରିଣୀ ମନ୍ଦିରରୁ ଚୋରି ଘଟଣା : ରାତ୍ରୀ ଜଗୁଆଳି ସହ ୬ ଗିରଫ

Published By : Suraj Kumar | November 14, 2024 8:24 PM

ବ୍ରହ୍ମପୁର, ୧୪।୧୧  :   ପୁରୁଷୋତ୍ତମପୁର ମା’ ତାରାତାରିଣୀ ମନ୍ଦିରରୁ ଚୋରି ଘଟଣାରେ ରାତ୍ରୀ ଜଗୁଆଳି ସହ ୬ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ରାତ୍ର ଜଗୁଆଳୀ କାଳିଆ ଦାସ, ବଳିଆ ନାୟକ ଏବଂ ସେବାୟତ ଅମୂଲ୍ୟ ରଣା, ବିକାଶ ରଣା, ଗୈାତମ ରଣା ଓ ରବୀନ କୁମାର ରଣା । ଗିରଫ ସମସ୍ତ ଅଭିଯୁକ୍ତ ପୁରୁଷୋତ୍ତମପୁର ଥାନା ଅଞ୍ଚଳର। 

ଚୋରିରେ ବ୍ୟବହୃତ ସାମଗ୍ରୀ ସହ ରବୀନ ରଣାଙ୍କ ଠାରୁ ୧୮ ହଜାର ଟଙ୍କା, ଅମୁଲ୍ୟ ରଣାଙ୍କ ଠାରୁ ୨୧ ହଜାର ଟଙ୍କା ଜବତ କରାଯାଇଛି।  ଘଟଣାର ଅଧିକ ତଦନ୍ତ ଚାଲିଛି।  ରୁପା ଅଳଙ୍କାର ଏ ପର୍ଯ୍ୟନ୍ତ ମିଳିପାରି ନାହିଁ । ସେ ନେଇ ଅଧିକ ତଦନ୍ତ ଚାଲିଥିବା ପୁରୁଷୋତ୍ତମପୁର ଏସଡ଼ିପିଓ କହିଛନ୍ତି ।


 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.