ପ୍ରମୂଖ ଖବର
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା, ୬ ଆହତ

Published By : Suraj Kumar | June 21, 2025 11:22 PM

ମାଲକାନଗିରି, ୨୧।୬ (ଆପ୍ର ): ମାଲକାନଗିରି ସଦର ଥାନା ଅନ୍ତର୍ଗତ କତାମାଟେରୁ ଅଞ୍ଚଳରେ ଶନିବାର ରାତ୍ର ରେ ଦୁଇ ଗୋଷ୍ଠୀ ମଧ୍ୟରେ କୌଣସି ଏକ କାରଣକୁ ନେଇ ହତାହାତୀ ପରିସ୍ଥିତି ସୃଷ୍ଟି  ହୋଇଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଏନେଇ ଥାନାରେ  କୌଣସି ଅଭିଯୋଗ ହୋଇ ନାହିଁ। ତେବେ କେଉଁ କାରଣରୁ ଏହା ହେଲା ତାହା ସ୍ପଷ୍ଟ ହୋଇନି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.