ପ୍ରମୂଖ ଖବର
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ମାଟିତଳୁ ୬ ବିରଳ ମୂର୍ତ୍ତି ଉଦ୍ଧାର, ହରିବୋଲ ହୁଳୁହୁଳିରେ ପ୍ରକମ୍ପିତ ଅଞ୍ଚଳ

Published By : Swapna Ray | July 17, 2025 3:10 PM

ସାଲେପୁର, ୧୭।୭: ସାଲେପୁର ବ୍ଲକ ଅନ୍ତର୍ଗତ କୁସମ୍ବି ଗ୍ରାମର ଜଣେ ବ୍ୟକ୍ତିଙ୍କ ଘର ମାଟିତଳୁ ୬ ଗୋଟି ବିରଳ ମୂର୍ତ୍ତି ଉଦ୍ଧାର ହୋଇଛି । ମୂର୍ତ୍ତିଙ୍କୁ ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼ ଜମିଛି । ହରିବୋଲ ହୁଳୁହୁଳିରେ ପ୍ରକମ୍ପିତ ସମଗ୍ର ଅଞ୍ଚଳ । ପଣ୍ଡିତଙ୍କ ଉପଦେଶ କ୍ରମେ ଯଥାବିଧି ପୂଜାର୍ଚ୍ଚନା କରାଯାଇ ଘର ଭିତରେ ମୂର୍ତ୍ତିଗୁଡ଼ିକୁ ସ୍ଥାପନ କରାଯାଇଛି । 

ସୂଚନା ଅନୁସାରେ, ସାଲେପୁର ବ୍ଲକ ଅନ୍ତର୍ଗତ ରାଇସୁଙ୍ଗୁଡ଼ା ନିକଟସ୍ଥ କୁସମ୍ବୀ ଗ୍ରାମରେ ଏହି ୬ ଗୋଟି ବିରଳ ମୂର୍ତ୍ତି ଉଦ୍ଧାର କରାଯାଇଛି । ଏହି ମୂର୍ତ୍ତିମାନଙ୍କ ମଧ୍ୟରେ ହନୁମାନ, କାଳୀ, ଦୁର୍ଗା ରାଧାକୃଷ୍ଟ ଓ ଲକ୍ଷ୍ମୀ ନାରାୟଣଙ୍କ ମୂର୍ତ୍ତି ରହିଛନ୍ତି । 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.