ପ୍ରମୂଖ ଖବର
  • ଦିଲ୍ଲୀ ଏମ୍ସରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା
  • ||
  • ଅବସର ପରେ କରିପାରିବେ ଶିକ୍ଷକତା, ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ
  • ||
  • ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି, ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା
  • ||
  • ମୟୂରଭଞ୍ଜ : ସାପ କାମୁଡାରେ ଚାଲିଗଲା ୨ ମହିଳାଙ୍କ ଜୀବନ
  • ||
  • ଅନ୍ନଦାତାଙ୍କୁ ପିଏମ୍ କିଷାନ ଟଙ୍କା, ୯ କୋଟି ୭୧ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୨୦ତମ କିସ୍ତି
  • ||
  • ଅପରେସନ୍ ଅଖଲ; କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିପାତ
  • ||
  • କରଞ୍ଜିଆ: ବିଲ ମଝିରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ; ମହିଳା ମୃତ, ପୁରୁଷ ଗୁରୁତର
  • ||
  • ଅପରେସନ୍ ଅଖଲ, ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଜଣେ ଆତଙ୍କୀ ନିପାତ
  • ||
  • ଢେଙ୍କାନାଳ : ଚାଷୀଙ୍କୁ ଦଳିଦେଲା ଦନ୍ତା, ମୁଣ୍ଡରୁ ଅଲଗା ହେଲା ଗଣ୍ଡି
  • ||
  • ବିଜେଡି ନେତା ରାଜା ଚକ୍ରଙ୍କୁ ୧୫ ଦିନ ଜାମିନ୍‌, ଶଶୁରଙ୍କ ଦଶାହ କର୍ମରେ ଯୋଗ ଦେବାକୁ ମିଳିଛି ଅନ୍ତରୀଣ ବେଲ୍
  • ||
  • ବ୍ରହ୍ମପୁର: ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି
  • ||
  • ରାଜନୀତି ଛାଡ଼ିବାକୁ ଘୋଷଣା କଲେ କମଲା ହାରିସ୍‌, କହିଲେ 'ଆମ ବ୍ୟବସ୍ଥା ଭାଙ୍ଗି ସାରିଛି...'
  • ||
  • ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ଅବସର ପରେ କରିପାରିବେ ଶିକ୍ଷକତା, ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

Published By : Rasmita Pradhan | August 2, 2025 2:49 PM

image source : The New Indian Express

ଭୁବନେଶ୍ୱର ୦୨।୦୮ : ଏଣିକି ଅବସର ପରେ କରିପାରିବେ ଶିକ୍ଷକତା। ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ। ୬୩୮୭ ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି। 

ସୂଚନା ଅନୁଯାୟୀ, ସରକାର ରାଜ୍ୟରେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ୍ ସ୍କୁଲରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ। ନୂଆ TGT ନିଯୁକ୍ତ ହେବା ଯାଏଁ ଏମାନେ ଶିକ୍ଷକତା କରିପାରିବେ । ତେବେ ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଡିଇଓ ଅବଗତ କରିବେ। ଏହାପରେ ଖାଲି ପଡିଥିବା ପଦବୀରେ TGT ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.