ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭିରୁଡ଼ା ଓ ଉପରବେଡ଼ା ଗାଁରେ ଅବକାରୀ ବିଭାଗର ଚଢ଼ାଉ; ୬,୮୬୦ ଲିଟର ଚୋରା ଦେଶୀ ମଦ ଜବତ

ଆଠଗଡ଼, ୧୨।୫: ତିଗିରିଆ ଥାନା ଭିରୁଡ଼ା ଓ ଉପରବେଡ଼ା ଗାଁରେ ଅବକାରୀ ବିଭାଗର ଚଢ଼ାଉ । ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆଠଗଡ଼ ଏବଂ କଟକ ଅବକାରୀ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ଚଢ଼ାଉ ବେଳେ ୬୮୬୦ ଲିଟର ଚୋରା ଦେଶୀ ମଦ ଜବତ କରିବା ସହ ୭୪୨୦ ଲିଟର ପୋଚ ନଷ୍ଟ କରିଛି ଅବକାରୀ ବିଭାଗ । 

ଏହି ଚଢ଼ାଉରେ ୧୦ରୁ ଅଧିକ ଅବକାରୀ ବିଭାଗର ଅଧିକାରୀ ସାମିଲ ଅଛନ୍ତି । ବିଶେଷ କରି ଏହି ଅଞ୍ଚଳଟି ବେଆଇନ ଭାବେ ଚୋରା ଦେଶୀ ମଦର କୁଟୀର ଶିଳ୍ପ ପାଲଟିଛି । ଏଠାରେ ଦେଶୀ ମଦ ପ୍ରସ୍ତୁତ କରାଯାଇ ଜିଲ୍ଲା ତଥା ଜିଲ୍ଲା ବାହରକୁ ଚାଲଣ ହେଉଥିବା   ସ୍ଥାନୀୟ ଲୋକେ ବାରମ୍ୱାର ଅଭିଯୋଗ କରିଆସୁଥିଲେ । ଏହି ଚଢ଼ାଉରେ କୌଣସି ମଦ ମାଫିଆକୁ ଧରିବାରେ ସଫଳ ହୋଇନି ଅବକାରୀ ବିଭାଗ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.