ପ୍ରମୂଖ ଖବର
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ମାଲକାନଗିରି ଜିଲ୍ଲାରେ ୬୧ତମ ହୋମଗାର୍ଡ ପ୍ରତିଷ୍ଠା ଦିବସ ପାଳିତ

Published By : Prameya | December 6, 2024 9:45 PM

ମାଲକାନଗିରି : ମାଲକାନଗିରି ଜିଲ୍ଲା ପୁଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ୬୧ତମ ହୋମଗାର୍ଡ ପ୍ରତିଷ୍ଠା ଦିବସ ଆଡମ୍ବର ସହକାରେ ପାଳିତ ହୋଇ ଯାଇଛି । ଏହି ଅବସରରେ ସହକାରୀ ଏସପି ତପନ ନାରାୟଣ ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁଲିସ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ,ହୋମଗାର୍ଡ ଡିଜିଙ୍କ ବାର୍ତ୍ତା ପାଠ କରି ଥିଲେ।

ରାଜ୍ୟ ଓ ଜିଲ୍ଲାରେ ହୋମଗାର୍ଡ ମାନେ ନିଜ ଜୀବନକୁ ବାଜି ଲଗାଇ ଜନ ସାଧାରଣଙ୍କୁ ସୁରକ୍ଷା ଯୋଗାଇ ଦେବାରେ ସେମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୁର୍ଣ୍ଣ ବୋଲି ଏଏସପି ଶ୍ରୀ ରଥ କହି ଥିଲେ। ଏହି ଅବସରରେ ଜିଲ୍ଲାସ୍ତରର ପୁଲିସ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି ବିଶେଷ ପ୍ରମୁଖ ଯୋଗ ଦେଇ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.