ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ବିଳମ୍ବିତ ରାତିରେ କାର୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ

ଦିବ୍ରୁଗଡ଼, ୧୧/୦୯: ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି । ଆସାମର ଦିବ୍ରୁଗଡ଼ରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତକ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । ପୋଲିସର କହିବା ଅନୁସାରେ, କାର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣ ପ୍ରାଣ ହରାଇଛନ୍ତି । ଏକ ଟୟୋଟାରେ ଗୋଟିଏ ପରିବାରର ୭ ଜଣ ଥିଲେ । 

କେନ୍ଦ୍ର ସରକାରଙ୍କ ଅଧିନରେ ଚାକିରି ପାଇଁ ଆସନ୍ତା ବର୍ଷରୁ ହେବ କମନ୍ ଏଲିଜିବିଲିଟି ଟେଷ୍ଟ, ଦେଶର ୧୧୭ ଜିଲ୍ଲାରେ ହେବ କେନ୍ଦ୍ର

କାରଟିରେ ହରିୟାଣାର ନମ୍ବଲ ପ୍ଲେଟ୍ ଲାଗିଛି । ଦୁର୍ଘଟଣା ଫଟୋ ଦେଖିଲେ ହିଁ ଜଣାପଡ଼ୁଛି ଏହି ଦୁର୍ଘଟଣା କେତେ ଭୟଙ୍କର ଥିଲା । ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାବେ ଚେପା ହୋଇ ଯାଇଛି । ପୋଲିସ ଅନୁସାରେ, ଦୁର୍ଘଟଣାର ଶିକାର ହୋଇଥିବା ଲୋକ ଗୌହାଟିରେ ରୁହନ୍ତି । ଆହତଙ୍କୁ ଦିବ୍ରୁଗଡ଼ର ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆସନ୍ତା ୧୦ ଦିନରେ ରାଜ୍ୟରେ ଦୁଇଟି ଲଘୁଚାପ ସମ୍ଭାବନା, ୧୨ରୁ ବଢ଼ିବ ବର୍ଷା

ତେବେ ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, କାରଟି ଦ୍ରୁତଗତିରେ ଯାଉଥିଲା । କାର ଓ ଟ୍ରକ୍ ଟକ୍କର ଯୋଗୁଁ ୭ ଜଣଙ୍କ ମୃତ୍ୟୁ ହୋଇଛି । ଏହି ରାସ୍ତାରେ ଅଧିକ ବେଗ ପାଇଁ ବିଭିନ୍ନ ସମୟରେ ଏଭଳି ଦୁର୍ଘଟଣା ଘଟୁଥିବା କହିଛନ୍ତି ସ୍ଥାନୀୟ ବାସିନ୍ଦା ।

ଜି-୨୦ ସମ୍ମିଳନୀର ସଫଳତା ପାଇଁ ମୋଦିଙ୍କୁ ପ୍ରଶଂସା କଲେ ଶାହାରୁଖ, ଟ୍ୱିଟ୍‌ କରି ଲେଖିଲେ ଏମିତି କିଛି

  • accident
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.