ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ବିଳମ୍ବିତ ରାତିରେ କାର୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ

ଦିବ୍ରୁଗଡ଼, ୧୧/୦୯: ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି । ଆସାମର ଦିବ୍ରୁଗଡ଼ରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତକ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । ପୋଲିସର କହିବା ଅନୁସାରେ, କାର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣ ପ୍ରାଣ ହରାଇଛନ୍ତି । ଏକ ଟୟୋଟାରେ ଗୋଟିଏ ପରିବାରର ୭ ଜଣ ଥିଲେ । 

କେନ୍ଦ୍ର ସରକାରଙ୍କ ଅଧିନରେ ଚାକିରି ପାଇଁ ଆସନ୍ତା ବର୍ଷରୁ ହେବ କମନ୍ ଏଲିଜିବିଲିଟି ଟେଷ୍ଟ, ଦେଶର ୧୧୭ ଜିଲ୍ଲାରେ ହେବ କେନ୍ଦ୍ର

କାରଟିରେ ହରିୟାଣାର ନମ୍ବଲ ପ୍ଲେଟ୍ ଲାଗିଛି । ଦୁର୍ଘଟଣା ଫଟୋ ଦେଖିଲେ ହିଁ ଜଣାପଡ଼ୁଛି ଏହି ଦୁର୍ଘଟଣା କେତେ ଭୟଙ୍କର ଥିଲା । ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାବେ ଚେପା ହୋଇ ଯାଇଛି । ପୋଲିସ ଅନୁସାରେ, ଦୁର୍ଘଟଣାର ଶିକାର ହୋଇଥିବା ଲୋକ ଗୌହାଟିରେ ରୁହନ୍ତି । ଆହତଙ୍କୁ ଦିବ୍ରୁଗଡ଼ର ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆସନ୍ତା ୧୦ ଦିନରେ ରାଜ୍ୟରେ ଦୁଇଟି ଲଘୁଚାପ ସମ୍ଭାବନା, ୧୨ରୁ ବଢ଼ିବ ବର୍ଷା

ତେବେ ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, କାରଟି ଦ୍ରୁତଗତିରେ ଯାଉଥିଲା । କାର ଓ ଟ୍ରକ୍ ଟକ୍କର ଯୋଗୁଁ ୭ ଜଣଙ୍କ ମୃତ୍ୟୁ ହୋଇଛି । ଏହି ରାସ୍ତାରେ ଅଧିକ ବେଗ ପାଇଁ ବିଭିନ୍ନ ସମୟରେ ଏଭଳି ଦୁର୍ଘଟଣା ଘଟୁଥିବା କହିଛନ୍ତି ସ୍ଥାନୀୟ ବାସିନ୍ଦା ।

ଜି-୨୦ ସମ୍ମିଳନୀର ସଫଳତା ପାଇଁ ମୋଦିଙ୍କୁ ପ୍ରଶଂସା କଲେ ଶାହାରୁଖ, ଟ୍ୱିଟ୍‌ କରି ଲେଖିଲେ ଏମିତି କିଛି

accident

Copyright © 2022 - Summa Real Media Private Limited. All Rights Reserved.