ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ମଝି ଆକାଶରେ ଦୋହଲିଲା ବିମାନ, ୭ ଜଣ ଆହତ

ନୂଆଦିଲ୍ଲୀ,୦୭/୦୯: ମଝି ଆକାଶରେ  ଅଘଟଣ। ସିଙ୍ଗାପୁରରୁ ଚାଇନାର ଗୁଆଙ୍ଗଜୋ ସହରକୁ ଯାଉଥିବା ଏକ ବିମାନ ମଝି ଆକାଶରେ ଟର୍ବୁଲାନ୍ସର ଶିକାର ହୋଇଛି। ତେବେ ଏଥିରେ ୭ ଜଣ ଆହତ ହୋଇଛନ୍ତି। ବୋଇଂ  787-9 ଡ୍ରିମଲାଇନର୍‌ ଯାନ୍ତ୍ରିକ ତ୍ରୁଟି ହେତୁ ମଝି ଆକାଶରେ ଦୋହଲିଥିବା ସୂଚନା ମିଳିଛି  ।  ଏହି କାରଣରୁ ବିମାନରେ ୭ ଜଣ ଆହତ ହୋଇଥିଲେ। ତେବେ ଆହତଙ୍କ ମଧ୍ୟରେ ତିନି ଜଣ କ୍ରୁ ସଦସ୍ୟ ମଧ୍ୟ ଥିଲେ । 

ତେବେ ଆହତମାନଙ୍କ ମଧ୍ୟରୁ ଜଣଙ୍କୁ ଡାକ୍ତରଖାନା ନିଆଯାଇଛି ବୋଲି ଦି ଷ୍ଟ୍ରାଇଟ୍ସ ଟାଇମ୍ସ ରିପୋର୍ଟ କରିଛି। ଏନେଇ ବିମାନ କମ୍ପାନୀ ସ୍କୁଟ କହିଛି ଯେ, ବିମାନଟି ଶୁକ୍ରବାର ସକାଳେ ଗୁଆଙ୍ଗଜୋରେ ପହଞ୍ଚିବା ପରେ ଏଥିରେ କିଛି ଯାନ୍ତ୍ରିକ ତ୍ରୁଟି ଥିବା ସାମ୍ନାକୁ ଆସିଥିଲା। ସୂଚନା ମୁତାବକ, ବୋଇଂ ୭୮୭-୯ ଡ୍ରିମଲାଇନର୍‌ ବିମାନ ଭୋର ୫ଟା ୪୫ରୁ ଉଡ଼ାଣ ମରିଥିଲା। ତେବେ ସକାଳ ୯ଟା ୧୦ରେ ଏହା ଗନ୍ତବ୍ୟସ୍ଥଳରେ ପହଞ୍ଚିଥିଲା। ଗୁଆଙ୍ଗଜୋ ବିମାନ ବନ୍ଦରରେ ପହଞ୍ଚିବା ପରେ ୪ଜଣ ଯାତ୍ରୀ ଏବଂ ୩ଜଣ କ୍ରୁ ସଦସ୍ୟ ଆହତ ହୋଇଥିବା ସୂଚନା ମିଳିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.