ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ଡକାୟତି ଯୋଜନା ପଣ୍ଡ : ୭ ଡକାୟତ ଗିରଫ, ବନ୍ଧୁକ ଓ କାର ଜବତ

ଜଳେଶ୍ବର,୧୨।୮ :  ଡକାୟତି ପାଇଁ  ଯୋଜନା କରୁଥିବା ବେଳେ ୭ ଜଣ ଡକାୟତଙ୍କୁ  ଜଳେଶ୍ବର ପୋଲିସ ଗିରଫ କରିଛି । ସେମାନଙ୍କ ନିକଟରୁ ଦୁଇଟି ପିସ୍ତଲ, ଗୋଟିଏ ଦେଶୀ  ବନ୍ଧୁକ, ଗୁଳି,ଗୋଟିଏ କାର, ୩ ଟି ବାଇକ, ଗୋଟିଏ ଗ୍ୟାସ କଟର ସହ ସିଲିଣ୍ତର, ଲୁହା ରଡ୍, ଲଙ୍କା ଗୁଣ୍ଡ ପ୍ୟାକେଟ, ଗ୍ଲୋବ୍ସ,  ମଙ୍କି କ୍ୟାପ ,ନଗଦ ଟଙ୍କା ସମେତ ୬ ଟି ମୋବାଇଲ ପୋଲିସ ଜବତ କରିଛି । 

ଜଳେଶ୍ବର ଥାନା ଅନ୍ତର୍ଗତ ଗୋବରଘଟା ପଞ୍ଚାୟତ ସ୍ଥିତ ଦଶହରା ପଡିଆ ନିକଟରେ ରବିବାର ରାତିରେ ଏକ ବଡ ଧରଣର ଡକାୟତି ପାଇଁ ଯୋଜନା ପ୍ରସ୍ତୁତି ଚାଲି ଥିଲା। ଏହି ସମୟରେ  କୌଣସି ସୂତ୍ରରୁ ଖବର ପାଇ ଜଳେଶ୍ବର ପୋଲିସ ଅତର୍କିତ ଭାବେ ଚଢାଉ  କରିଥିଲା। ସେଠାରୁ ୭ ଜଣଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୪ଜଣଙ୍କ ଘର ପଶ୍ଚିମବଙ୍ଗରେ  ହୋଇଥିବା ବେଳେ ଜଣଙ୍କ ଘର ଓଡିଶାରେ ଏବଂ ଅନ୍ୟ ଜଣଙ୍କ ଘର ଦିଲ୍ଲୀରେ ବୋଲି ଜଣା ପଡିଛି। ଏହି ଡକାୟତି ଗ୍ୟାଙ୍ଗ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପଏବଂ ଲୁଟ ଘଟଣାରେ ସାମିଲ ଥିବା ନେଇ ଜଳେଶ୍ବର ଥାନା ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବାଲେଶ୍ବର ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି ।  ଏସଡିପିଓ ଦିଲୀପ କୁମାର ସାହୁ, ଆଇଆଇସି ରଞ୍ଜନ କୁମାର ସେଠୀ  ପ୍ରମୁଖ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.