ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଛତିଶଗଡରେ ବଡ଼ ଧରଣର ଏନକାଉଣ୍ଟର, ୭ ମାଓବାଦୀ ନିହତ

ରାୟପୁର,୮/୬: ଛତିଶଗଡରେ ବଡ଼ ଧରଣର ଏନରକାଉଣ୍ଟର। ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ  ୭ ଜଣ ମାଓବାଦୀ ନିହତ ହୋଇଛନ୍ତି । ୩ ଜଣ ଡିଆରଜି ଯବାନ ଆହତ ମଧ୍ୟ ହୋଇଛନ୍ତି।

ସୂଚନା ମୁତାବକ, ଶୁକ୍ରବାର ନାରାୟଣପୁର,କୋଣ୍ଡାଗାଓଁ, ଦାନ୍ତେୱାଡା, ବସ୍ତର ଅଞ୍ଚଳର ଡିଆରଜି ଏବଂ ଆଇଟିବିପି ୪୫ ବାଟାଲିୟନ ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ପ୍ରଥମ ଗୁଳିମାଡ଼ କରିଥିଲେ ନକ୍ସଲ । ଆଉ ସୁରକ୍ଷା ବାହିନୀ ମଧ୍ୟ ପାଲଟା ଗୁଳିମାଡ଼ କରିଥିଲା । ଦୀର୍ଘ ସମୟ ଧରି ଉଭୟ ପକ୍ଷ ପକ୍ଷରୁ ଗୁଳିବିନିମୟ ଜାରି ରହିଥିଲା । ଯେଉଁଥିରେ ୭ ମାଓବାଦୀ ନିହତ ହୋଇଛନ୍ତି । ସମସ୍ତ ମୃତଦେହ ଜବତ କରାଯାଇଛି । ସେପଟେ ଆହତ ୩ ଯବାନଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ରହିଥିବା ସୂଚନା ମିଳଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.