ପ୍ରମୂଖ ଖବର
  • ବଜେପି ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
  • ||
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଛତିଶଗଡରେ ବଡ଼ ଧରଣର ଏନକାଉଣ୍ଟର, ୭ ମାଓବାଦୀ ନିହତ

ରାୟପୁର,୮/୬: ଛତିଶଗଡରେ ବଡ଼ ଧରଣର ଏନରକାଉଣ୍ଟର। ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ  ୭ ଜଣ ମାଓବାଦୀ ନିହତ ହୋଇଛନ୍ତି । ୩ ଜଣ ଡିଆରଜି ଯବାନ ଆହତ ମଧ୍ୟ ହୋଇଛନ୍ତି।

ସୂଚନା ମୁତାବକ, ଶୁକ୍ରବାର ନାରାୟଣପୁର,କୋଣ୍ଡାଗାଓଁ, ଦାନ୍ତେୱାଡା, ବସ୍ତର ଅଞ୍ଚଳର ଡିଆରଜି ଏବଂ ଆଇଟିବିପି ୪୫ ବାଟାଲିୟନ ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ପ୍ରଥମ ଗୁଳିମାଡ଼ କରିଥିଲେ ନକ୍ସଲ । ଆଉ ସୁରକ୍ଷା ବାହିନୀ ମଧ୍ୟ ପାଲଟା ଗୁଳିମାଡ଼ କରିଥିଲା । ଦୀର୍ଘ ସମୟ ଧରି ଉଭୟ ପକ୍ଷ ପକ୍ଷରୁ ଗୁଳିବିନିମୟ ଜାରି ରହିଥିଲା । ଯେଉଁଥିରେ ୭ ମାଓବାଦୀ ନିହତ ହୋଇଛନ୍ତି । ସମସ୍ତ ମୃତଦେହ ଜବତ କରାଯାଇଛି । ସେପଟେ ଆହତ ୩ ଯବାନଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ରହିଥିବା ସୂଚନା ମିଳଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.