ପ୍ରମୂଖ ଖବର
  • କୋଣାର୍କ : ୨ ବେଆଇନ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

କ୍ୟାବିନେଟ ବୈଠକ : ୭ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର,୨୮।୯ : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ୭ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।  ଏ ନେଇ ଆଇନ ମନ୍ତ୍ରୀ  ସୂଚନା ଦେଇଛନ୍ତି। 

ମୁଖ୍ୟମନ୍ତ୍ରୀ କାମ ଧେନୁ ଯୋଜନାରେ ୮ ଟି ବିଭିନ୍ନ ଦିଗ ଉପରେ ଧ୍ୟାନ ଦିଆଯାଇଛି। ଗୋପାଳନ, ସୁରକ୍ଷା, ଦୁଗ୍ଧ ଉପାଦାନକୁ ଜାତୀୟ ସ୍ତରରେ ପହଞ୍ଚାଇବା, ମଇଁଷି ପାଳନ, ଗୋ ସମ୍ପଦ ବୀମା (୮୫% ସରକାର ଦେବେ ୧୫%ଚାଷୀ ), ବାଛୁରୀ ମାନଙ୍କୁ ଖାଦ୍ୟ ଯୋଗାଣ, ସମବାୟ ଚାଷୀ ଙ୍କୁ ଲୋନ ସମୟରେ ସହାୟତା, ଦୁଗ୍ଧ ଉତ୍ପାଦନକୁ ସହାୟତା, ଓମଫେଡ କୁ ସଶକ୍ତ ପାଇଁ ସହାୟତା ପାରିତ ହୋଇଛି।  ଆଗାମୀ ୫ ବର୍ଷ ରେ ୧୪୨୩ କୋଟି ଟଙ୍କା ର ସହାୟତା ରାଶି ପ୍ରଦାନ ପାଇଁ ଅନୁମୋଦନ କରାଯାଇଛି। 

ସେହିପରି ଓଡ଼ିଶା ଉଚ୍ଚ ନ୍ୟାୟାଳୟର କର୍ମଚାରୀ ଙ୍କ ପାଇଁ ୫୫୦ ଟି ଷ୍ଟାଫ ଘର ନିର୍ମାଣ ହେବ । ଏହା  ୩୦ ମାସରେ ଶେଷ ହେବ। ପିଡିଏସ କ୍ଷେତ୍ରରେ ବେସରକାରୀ ଡିଲରଙ୍କ ଏକ୍ସଟସନ ୨୦୨୬ ମସିହା ପର୍ଯ୍ୟନ୍ତ ଦେଢ଼ ବର୍ଷ କୁ ବୃଦ୍ଧି କରାଯାଇଛି। ଓଡ଼ିଶା ସୁପ୍ରିମୋ ଜୁଡ଼ିଶିଆଲ ସର୍ଭିସ ଏବଂ ଓଡ଼ିଶା ଜୁଡ଼ିଶିଆଲ ସର୍ଭିସ ନିୟମ ୨୦୦୭କୁ ସଂଶୋଧନ କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.