ପ୍ରମୂଖ ଖବର
  • ସୁପର-୮ ମୁକାବିଲା: ବାଂଲାଦେଶକୁ ୫୦ ରନରେ ହରାଇଲା ଭାରତ
  • ||
  • ପରୀକ୍ଷା ହେବାର ଗୋଟିଏ ଦିନ ପୂର୍ବରୁ NEET-PG ଏଣ୍ଟ୍ରାସ୍ ସ୍ଥଗିତ
  • ||
  • ରବିବାରଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଶ୍ରୀବଳଦେବଜିଉ ମନ୍ଦିରରେ କରିବେ ପୂଜାର୍ଚ୍ଚନା
  • ||
  • ଓଟିଇଟି-୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ: ଅଗଷ୍ଟ ୯ରେ ପରୀକ୍ଷା, ଜୁନ୍ ୨୪ରୁ ଆବେଦନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍ ସୁପର ୮ ବାଂଲାଦେଶକୁ ଭେଟିବ ଭାରତ, ରୋହିତ, କୋହଲିଙ୍କ ପାଇଁ ସ୍ପିନ୍‌ ପରୀକ୍ଷା
  • ||
  • ରାଜ୍ୟର ୩୦ ଜିଲ୍ଲାକୁ ଛୁଇଁଲା ମୌସୁମୀ: ଆଜି କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷିପାରେ, ୨୭ରେ ଲଘୁଚାପ
  • ||
  • ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ର​‌ରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା. ୬୮ ଫ୍ଲାଟୁନ୍ ଫୋର୍ସ ମୁତୟନ
  • ||
  • ପୁରୀ: ଆଜି ପବିତ୍ର ସ୍ନାନଯାତ୍ରା , ରତ୍ନସିଂହାନରୁ ସ୍ନାନବେଦୀକୁ ଧାଡି ପହଣ୍ଡିରେ ବିଜେ କରୁଛନ୍ତି ଶ୍ରୀଜିଉ
  • ||

ବିଧବା ମହିଳାଙ୍କୁ ବଳାତ୍କାର ମାମଲା, ଅଭିଯୁକ୍ତକୁ ୭ ବର୍ଷ ଜେଲ

କେନ୍ଦୁଝର, ୧୮।୯ ଜଣେ ବିଧବା ମହିଳାଙ୍କୁ ଦୁଷ୍କର୍ମ ମାମଲାର ବିଚାର କରି କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟ  ଅଭିଯୁକ୍ତକୁ ୭ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି। ଏଥି ସହିତ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି । ଜରିମାନା ଅନାଦେୟ ଅଭିଯୁକ୍ତ ଜଣକ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବେ ବୋଲି ରାୟରେ ଉଲ୍ଲେଖ ରହିଛି ।

 ୨୦୧୯ ମସିହା ସେପ୍ଟେମ୍ବର ମାସରେ ତେଲକୋଇ ଥାନା ଅଞ୍ଚଳରେ ଜଣେ ବିଧବା ମହିଳାକୁ  ଦୁଷ୍କର୍ମ ହୋଇଥିଲା । ଅଭିଯୁକ୍ତ ବିନୋଦ ପାତ୍ର ଦୁଷ୍କର୍ମ କରିବା ପରେ ମହିଳାଙ୍କୁ ପିଟି ଆହତ କରିଥିଲା । ଏହି ମାମଲାରେ ତେଲକୋଇ ଥାନାରେ ଅଭିଯୋଗ ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟରେ ହେବା ପରେ ଉପରୋକ୍ତ  ରାୟ ପ୍ରକାଶ ପାଇଛି। 

ଆହୁରି ପଢନ୍ତୁ : ମର୍ମନ୍ତୁଦ ଦୁର୍ଘଟଣା : କାର-ଆଇଚର ମୁହାଁମୁହିଁ ଧକ୍କା, ୪ ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.