ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

୭୬୫ବଜ୍ରକାପ୍ତା କାତି ଜବତ; ଚାରି ଗିରଫ

Published By : Gurupada Nath | December 21, 2024 11:19 PM

ନୂଆପଡା,୨୧/୧୨ : ଡିଲ ବେଳେ ମାଡି ବସିଲା ବନ ବିଭାଗ । କୋମନା ରେଞ୍ଜ ଝରଣାମାଲ ଗାଁ ରୁ ୭୬୫ ବଜ୍ରକାପ୍ତା କାତି ଜବତ, ଚାରି ଜଣ ଗିରଫ। ଗିରଫ ଚାରିଜଣଙ୍କ ମଧ୍ୟରୁ ଦୁଇ ଜଣ ସିନାପାଲି ଥାନା ଗୋବିନ୍ଦପୁର ଗ୍ରାମର କୁମୁଦ ହଂସ ଓ ସନ୍ତୋଷ ହଂସ ହୋଇଥିବାବେଳେ ଅନ୍ୟ ଦୁଇ ଜଣ ଝରଣାମାଲ ଗ୍ରାମର ନରହରି ଗହୀର ଓ ଚତୁର୍ଭୁଜ କଟା। କିଛିଦିନ ପୂର୍ବରୁ ବଜ୍ରକାପ୍ତା ମାରିବା ସହ କାତି ବିକ୍ରୟ ନେଇ ଗ୍ରାହକ ଖୋଜା ଚାଲିଥିବାବେଳେ ବନ ବିଭାଗ ଖବର ପାଇ ଚଢ଼ଉ କରିଥିଲା।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.