ପ୍ରମୂଖ ଖବର
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

କଂଗ୍ରେସ ଭବନରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

Published By : Harapriya Sethi | August 15, 2025 12:02 PM

ଭୁବନେଶ୍ବର,୧୫/୦୮: ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ସଂଘର୍ଷର ପ୍ରତିଟି ମୁହୂର୍ତ୍ତକୁ ମନେପକାଉଛି ସାରାଦେଶ । ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିଭଳି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେହିଭଳି ୩ ପ୍ରମୁଖ ରାଜନୈତିକ ଦଳ ମଧ୍ୟ ୭୯ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି ।

କଂଗ୍ରେସ ଭବନରେ ପାଳିତ ହୋଇଯାଇଛି ୭୯ତମ ସ୍ୱାଧୀନତା ଦିବସ । ପିସିସି ସଭାପତି ଭକ୍ତଚରଣ ଦାସ ଦଳୀୟ ନେତା ଓ କର୍ମୀଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ଜାତୀୟ ସଙ୍ଗୀତ ଗାନ ସହ କର୍ମୀ ମାନଙ୍କୁ ସମ୍ବୋଧିତ କରିଛନ୍ତି ଭକ୍ତ ଚରଣ ଦାସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.