ପ୍ରମୂଖ ଖବର
  • ଦୟାନଦୀରେ ବୁଡ଼ିଗଲେ ଦୁଇ ନାବାଳକ; ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ
  • ||
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

ବାଲେଶ୍ବରରେ ୭୯ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

Published By : Harapriya Sethi | August 15, 2025 1:13 PM

ନୀଳଗିରି,୧୫/୦୮: ବାଲେଶ୍ଵର ଜିଲ୍ଲା ନୀଳଗିରି ଉପଖଣ୍ଡ ସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ସ୍ଥାନୀୟ ଷ୍ଟାଡିୟମ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଉପଜିଲ୍ଲାପାଳ ମଧୁସ୍ମିତା ସାମନ୍ତରାୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ମହାବିଦ୍ୟାଳୟ ଓ ବିଦ୍ୟାଳୟ ସ୍ତରରେ ୪୨ଟି ଗ୍ରୁପ ପରେଡରେ ଯୋଗ ଦେଇଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ କୁନିକୁନି ପିଲାମାନେ ଦେଶାତ୍ମବୋଧକ ନୃତ୍ୟ ପ୍ରଦର୍ଶନ କରିଥିଲେ । ବଭିନ୍ନ କ୍ଷେତ୍ରରେ କୃତ୍ତି ପ୍ରତିଭାମାନଙ୍କୁ ମୁଖ୍ୟ ଅତିଥି ସମ୍ମାନିତ କରିଥିଲେ। ସେହିପରି ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ,କ୍ଳବ ମାନଙ୍କରେ ମଧ୍ୟ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.