ପ୍ରମୂଖ ଖବର
  • ଅଷ୍ଟ୍ରେଲିଆରେ ଭାରତ ବିରୋଧୀ ସ୍ଲୋଗାନ, ସ୍ୱାଧୀନତା ଦିବସରେ ଖଲିସ୍ତାନ ସମର୍ଥକଙ୍କ ଦାଦାଗିରି
  • ||
  • ଦୟାନଦୀରେ ବୁଡ଼ିଗଲେ ଦୁଇ ନାବାଳକ; ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ
  • ||
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

ହରଭଙ୍ଗା ବ୍ଲକରେ ବିଭିନ୍ନ ସ୍ଥାନରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

Published By : Gurupada Nath | August 15, 2025 5:49 PM

ହରଭଙ୍ଗା,୧୫/୮ : ହରଭଙ୍ଗା ବ୍ଲକ ଜର୍ଣ୍ଣାଲିଷ୍ଟ ଅସୋସିଏସନ ପକ୍ଷରୁ ମଧ୍ୟ ବ୍ଲକସ୍ଥିତ ଚାରିଛକଠାରେ ଥିବା କାର୍ଯ୍ୟାଳୟଠାରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ବରିଷ୍ଠ ସାମ୍ବାଦିକ ଚିତ୍ତରଞ୍ଜନ ସିଂ ଜାତୀୟ ପତାକା ଉତ୍ତାଳନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଝାଡ଼ରାଜିଙ୍ଗ ଆଶ୍ରମ ସ୍କୁଲର ଛାତ୍ରଛାତ୍ରୀମାନେ ଯୋଗଦେଇ ପରେଡରେ ଅଂଶଗ୍ରହଣ କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ସାମ୍ବାଦିକ ବିଭୁ ଦତ୍ତ ବୋଷ, ଭାଗବତ ମେହେର, ସୁଶାନ୍ତ ବେହେରା, ସଦାନନ୍ଦ ନାଏକ, ବିଜୟ ନାଏକ, ପ୍ରଭାତ ନାଏକ, ଅକ୍ଷୟ ମହାକୁଡ଼ ବାସୁଦେବ ସାହୁ, କୁମୁଦ ସାହୁ, ବୃନ୍ଦାବନପାତ୍ର, ସର୍ବଶ୍ୱେର ଖେତୀ, ଶାଶ୍ୱତ ଦାସ ପ୍ରମୁଖ ଉପସ୍ଥିତ ଥିଲେ l 

ଅନ୍ୟପଟେ ବ୍ଲକ କର୍ଯ୍ୟାଳୟ, ତହସିଲ, କୃଷି, ଶିକ୍ଷା ସ୍ୱାସ୍ଥ୍ୟ, ପୋଲିସ, ରେଞ୍ଜ କାର୍ଯ୍ୟାଳୟ ସହିତ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ, ବିଭିନ୍ନ କ୍ଲବଠାରେ ଏହି ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.