ପ୍ରମୂଖ ଖବର
  • ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜିଏସଟି ଆସିଷ୍ଟାଣ୍ଡ କମିଶନର
  • ||
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

୮ ମାଓବାଦୀଙ୍କ ଆତ୍ମସମର୍ପଣ

Published By : Suraj Kumar | August 26, 2025 10:45 PM

ମାଲକାନଗିରି, ୨୬।୮(ଆପ୍ର): ତେଲେଙ୍ଗନା ରାଜ୍ୟର ଭଦ୍ରାଦରି କୋଥାଗୁଡେମ ଜିଲ୍ଲାର ପୋଲିସ ନିକଟରେ ୮ଜଣ ମାଓବାଦୀ ମାଓ ସଙ୍ଗଠନ ଛାଡି ଆତ୍ମସମର୍ପଣ କରିଛନ୍ତି। ଭଦ୍ରାଦରି କୋଥାଗୁଡେମ ଜିଲ୍ଲା ପୋଲିସ ଏବଂ ସିଆରପିଏଫ ବାଟାଲିୟନ ଦ୍ୱାରା ମାଓ ଉପଦ୍ରବ ଅଞ୍ଚଳରେ ଲୋକଙ୍କ ବିକାଶ ଏବଂ କଲ୍ୟାଣ ପାଇଁ "ଅପରେସନ୍ ଚେୟୁଥା"ର ଆରମ୍ଭ କରିଥିବା ବେଳେ ଏଥିରେ ଆକର୍ଷିତ ହୋଇ ଏହି ୮ ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ଆତ୍ମସମର୍ପଣ କାରୀଙ୍କ ମଧ୍ୟରେ ଜଣେ ମହିଳା ସମେତ ୭ ପୁରୁଷ ମାଓବାଦୀ ରହିଛନ୍ତି।

 ଏହି ସଦସ୍ୟମାନେ ସଂଗଠନ ମଧ୍ୟରେ ବିଭିନ୍ନ କ୍ୟାଡର ଏସିଏମ୍ କ୍ୟାଡରର ଜଣେ, ସଙ୍ଗଠନର କେନ୍ଦ୍ରୀୟ ସଦସ୍ୟ ଭାବେ ଜଣେ ଏବଂ ୬ଜଣ ମିଲିସିଆ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ମାଓ ସଙ୍ଗଠନ ଦିଗ ହାର ହୋଇ ଭାଙ୍ଗିବାରେ ଲାଗିଥିବା ବେଳେ ପୋଲିସ ପକ୍ଷରୁ ଲୋକଙ୍କ ବିକାଶ ମୂଳକ କାର୍ଯ୍ୟ କରାଯାଉଥିବା ଦେଖି ଏମାନେ ସାଧାରଣ ଜୀବନ ଜାପନ ପାଇଁ ଇଚ୍ଛା ପ୍ରକାଶ କରି ଆତ୍ମସମର୍ପଣ କରିଥିବା କହିଛନ୍ତି। ଆଠ ଜଣ ମାଓବାଦୀ ସଦସ୍ୟଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ତୁରନ୍ତ ୨୫ ହଜାର ଟଙ୍କା ସହାୟତା ଭାବରେ ଯୋଗାଇବା ସହ ଆଗାମୀ ଦିନରେ ସେମାନଙ୍କ ପଦବୀ ଅନୁସାରେ ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ କରାଯିବ ଏବଂ ସେମାନଙ୍କର ସରକାରୀ ନୀତି ଅନୁଯାୟୀ ଥଇଥାନ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.