ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ବରିଷ୍ଠ ନାଗରିକ ତୀର୍ଥ ଯୋଜନାରେ ଏଥର ସାମିଲ ହେବେ ୮ ହଜାର ଯାତ୍ରୀ

Published By : Suraj Kumar | July 16, 2025 5:43 PM

ଭୁବନେଶ୍ବର,୧୬।୭ : ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯୋଜନାର ଆରମ୍ଭ ହେବ । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା  ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହା ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଆଇଆରସିଟିସିର ମିଳିତ ସହଭାଗିତାରେ କାର୍ଯ୍ୟକାରୀ ହେବ। 

ପ୍ରତି ପ୍ରର୍ଯ୍ୟାୟ ତୀର୍ଥଯାତ୍ରା ଅବଧି ମୋଟ ୫ ରାତ୍ରି ୬ ଦିନ ମଧ୍ୟରେ ସୀମିତ ରହିବ। ରାଜ୍ୟର ୧୦ଟି ସ୍ଥାନରୁ ଏସ୍କର୍ଟ୍‌ ଅଧିକାରୀଙ୍କ ସମେତ ୮୦୦ ଜଣ ଲେଖାଏଁ  ତୀର୍ଥଯାତ୍ରୀ ଯିବେ।   ମୋଟ ୮୦୦୦ ତୀର୍ଥ ଯାତ୍ରୀ ଅଯୋଧ୍ୟା-ବାରାଣସୀ, ଉଜ୍ଜୟିନୀ-ଓଁକାରେଶ୍ୱର ଏବଂ ରାମେଶ୍ୱରମ୍-ମଦୁରାଇ ଆଦି ତୀର୍ଥସ୍ଥାନକୁ ତୀର୍ଥଯାତ୍ରାରେ ଯିବେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.