ପ୍ରମୂଖ ଖବର
  • ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ
  • ||
  • Terrorist Attack:ଭୁବନେଶ୍ଵର ଆସିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ, ରେମୁଣା ସରଗାଁରେ ହେବ ଅନ୍ତିମ ସଂସ୍କାର
  • ||
  • ସୁନ୍ଦରଗଡ ନାବାଳିକା ଦୁଷ୍କର୍ମ ଘଟଣା : ମାମଲାର ପୁନର୍ବିଚାର ପାଇଁ ତଳ କୋର୍ଟକୁ ପଠାଇ ଦେଲେ ହାଇକୋର୍ଟ
  • ||
  • ନୂଆପଡ଼ା : ଜେଠୁପାଲି ଗାଁରେ ପୋଲିସର ଚଢ଼ାଉ: ୨୩ ଜୁଆଡ଼ି ଗିରଫ, ନଗଦ ୪୮ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ଜାମ୍ମୁକାଶ୍ମୀରରେ ଫସିଲେ ରାଉରକେଲା ପର୍ଯ୍ୟଟକ, ସୁରକ୍ଷିତ ଉଦ୍ଧାର ପାଇଁ ପ୍ରଶାସନକୁ ଅନୁରୋଧ କଲେ ଭଉଣୀ
  • ||
  • ଖୋର୍ଦ୍ଧା : ମିଶନ ଶକ୍ତି କାଫେରୁ ଚୋରି, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ଅପରାହ୍ନ ୫ଟାରୁ ରାତି ୧୦ଟା ଦର୍ଶନ ମନା
  • ||
  • ୱାଙ୍ଖଡ଼େ ପରାଜୟର ପ୍ରତିଶୋଧ ଉପଲ୍‌ରେ, ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ ସନରାଇଜର୍ସ
  • ||
  • ବୁଧବାର କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ୮ରୁ ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • କନ୍ଧମାଳ : ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ତିନି ଗୁରୁତର
  • ||
  • କଟକ : ଦୋଳମୁଣ୍ଡାଇ ଛକ ନିକଟସ୍ଥ ଦୋକାନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||

ମାଓ ସଂଗଠନକୁ ବଡ ଝଟକା, ଆତ୍ମସମର୍ପଣ କଲେ ୮୬ ମାଓବାଦୀ

Published By : Prameya | April 5, 2025 4:24 PM

ମାଲକାନଗିରି, ୫।୪ : ମାଓ ସଂଗଠନକୁ ବଡ ଝଟକା । ଲାଲ୍ ବାହିନୀ ଛାଡି ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୮୬ ଜଣ ମାଓବାଦୀ । ଭଦ୍ରାଦ୍ରୀ କୋତ୍ତାଗୂଡେମ ଜିଲ୍ଲା ମୁଖ୍ୟାଳୟରେ ଆଇଜି ଚନ୍ଦ୍ରଶେଖର ରେଡ୍ଡୀଙ୍କ ସମ୍ମୁଖରେ ୮୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।

 ଆତ୍ମସମର୍ପଣ କରିଥିବା ସମସ୍ତ ମାଓବାଦୀ ଛତିଶଗଡ ବିଜାପୁର ଓ ସୁକମା ଜିଲ୍ଲାର । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨୦ ଜଣ ମହିଳା ଓ ୬୬ ଜଣ ପୁରୁଷ କ୍ୟାଡର ରହିଛନ୍ତି । ଏମାନଙ୍କ ମଧ୍ୟରୁ ୪ ଜଣ ଏସିଏମ ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.