PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୁଷୋତ୍ତମପୁର : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ପଦ୍ମପୁର : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କୃଷି ଅଧିକାରୀ, ଲାଇସେନ୍ସ ବାତିଲ କରିବାକୁ ଧମକ ଦେଇ ସାର ଡିଲରଙ୍କ ଠାରୁ ନେଉଥିଲେ ଲାଞ୍ଚ
  • ||
  • ଭୁବନେଶ୍ଵର : ଏଥର ହେବନି ରାଜ୍ୟସ୍ତରୀୟ ପରେଡ, ଭାଗ ନେବେନି ସ୍କୁଲ ଛାତ୍ରଛାତ୍ରୀ
  • ||
  • ପୁରୀ : ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବତୀ, ବ୍ଲୁଫ୍ଲାଗ୍ ବିଚ୍‌ରୁ ଉଦ୍ଧାର ହେଲା ମୃତଦେହ
  • ||
  • ଜୁଜୁମରା : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ଘଉଡ଼ାଇବା ବେଳେ ଅଘଟଣ, ବନ କର୍ମଚାରୀଙ୍କ ହାତରେ ଫୁଟିଗଲା ବାଣ
  • ||
  • ବିହାରରେ ଭାଙ୍ଗିଲା ଏନ୍‌ଡିଏ ମେଣ୍ଟ: ଅଲଗା ହେଲା ବିଜେପି-ଜେଡିୟୁର ରାସ୍ତା, ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ
  • ||

ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା କି ଆତ୍ମହତ୍ୟା ସ୍ପଷ୍ଟ ହୋଇନି

ଖୋର୍ଦ୍ଧା,୧୧/୨: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ନିରଞ୍ଜନପୁର ଗ୍ରାମରେ ଜଣେ ନବମ ଶ୍ରେଣୀରେ ପାଠ ପଢ଼ୁଥିବା ନାବାଳିକା ଛାତ୍ରୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଏହି ମୃତ ଶରୀରକୁ ଝୁଲନ୍ତା ଭାବେ ଉଦ୍ଧାର କରାଯାଇଛି ।

ନାବାଳିକାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥାନରେ ଜଟଣୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତ ଦେହକୁ ବ୍ୟବଚ୍ଛେଦ କରିବା ପାଇଁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବାପରେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହେବ ବୋଲି ଜଟଣୀ ଥାନା ଅଧିକାରୀ ସୂଚନା ଦେଇଛନ୍ତି ।