PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା କି ଆତ୍ମହତ୍ୟା ସ୍ପଷ୍ଟ ହୋଇନି

ଖୋର୍ଦ୍ଧା,୧୧/୨: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ନିରଞ୍ଜନପୁର ଗ୍ରାମରେ ଜଣେ ନବମ ଶ୍ରେଣୀରେ ପାଠ ପଢ଼ୁଥିବା ନାବାଳିକା ଛାତ୍ରୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଏହି ମୃତ ଶରୀରକୁ ଝୁଲନ୍ତା ଭାବେ ଉଦ୍ଧାର କରାଯାଇଛି ।

ନାବାଳିକାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥାନରେ ଜଟଣୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତ ଦେହକୁ ବ୍ୟବଚ୍ଛେଦ କରିବା ପାଇଁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବାପରେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହେବ ବୋଲି ଜଟଣୀ ଥାନା ଅଧିକାରୀ ସୂଚନା ଦେଇଛନ୍ତି ।