ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଅଘଟଣ, ଅଟୋ ଓଲଟି ୯ ଆହତ

ପଟ୍ଟାମୁଣ୍ଡାଇ,୨୮।୨  ଝିଅ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଅଘଟଣ। ଅଟୋ ଓଲଟି ୯ ଜଣ ଆହତ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥା ରେ କଟକ ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।  ନିମପୁର ଶାସନ ଠାରେ ଏହି ଦୁର୍ଘଟଣା ଘଟିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.