ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

ଜୁଆ ଆଡ୍ଡାରେ ଚଢାଉ : ୫ ଜୁଆଡି ଗିରଫ, ୯୨୮୦ଟଙ୍କା ଜବତ

ମାଲକାନଗିରି,୨୬/୨ : ମାଲକାନଗିରି ଥାନା ପୋଲିସ ଏକ ଜୁଆ ଆଡ୍ଡାରେ ଚଢାଉ କରି ୫ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବନ୍ଧଗୁଡା ଅଞ୍ଚଳର ରାମ ପଡିଆମୀ(୨୨), ଏମଭି ୧୭ ଗ୍ରାମର ସୁବଳ ସାହା (୪୫) ଶିଖପାଲି ଅଞ୍ଚଳର ଜଗା ମାଡକାମୀ(୫୦), ରାମା ମାଡି(୫୯), ମୋୟା ମାଡକାମୀ(୨୮) ।

 ମାଲକାନଗିରି ଆଦର୍ଶ ଥାନା ଅଧିକାରୀ ରିଗାନ କିଣ୍ଡୋଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ ଶିଖପାଲି ଗ୍ରାମ ନିକଟରେ ପୋଲିସ ଟିମ ଗତକାଲି ମଧ୍ୟ ରାତ୍ରରେ ପାଟ୍ରୋଲିଙ୍ଗ କରୁଥିବା ବେଳେ ଗ୍ରାମ ନିକଟରେ ଖୁଡୁଖୁଡି ଜୁଆ ଖେଳ ଜାରି ରହିଥିବା ନେଇ ସୂଚନା ପାଇ ସେଠାରେ ଚଢଉ କରିଥିଲା । ତେବେ ଜୁଆଡି ମାନେ ପୋଲିସକୁ ଦେଖି ଛତ୍ରଭଙ୍ଗ ଦେଇଥିଲେ । ପୋଲିସ ଘଟଣା ସ୍ଥଳରୁ ୩ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ସୂଚନା ପାଇଁ ଆଉ ୨ଜଣଙ୍କୁ ଗିରଫ କରିଥିଲା।  ଘଟଣା ସ୍ଥଳରୁ ପୋଲିସ ୯୨୮୦ଟଙ୍କା ସହ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରି ଗିରଫ ବ୍ୟକ୍ତି ମାନଙ୍କୁ କୋର୍ଟ ଚାଲାଣ କରିଥିବା ନେଇ ଥାନା ଅଧିକାରୀ ଶ୍ରୀ କିଣ୍ଡୋ ସୂଚନା ଦେଇଛନ୍ତି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.