ପ୍ରମୁଖ ଖବର
  • ଆଜି ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ନେତା ନିର୍ବାଚନ, ଉଭୟ ରାଜ୍ୟରେ ବସିବ ବିଜେପି ବିଧାୟକ ଦଳ ବୈଠକ
  • ||
  • ଆଜି କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଉଦ୍‌ଘାଟନ, କଳିଙ୍ଗ ଷ୍ଟାଡିୟମରେ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଗଛରେ ପିଟିହେଲା ବରଯାତ୍ରୀ କାର୍, ଜଣେ ମୃତ ଜଣେ ଗୁରୁତର
  • ||
  • ବିଦେଶୀ ଜାହାଜରୁ କୋକେନ୍‌ ଜବତ ମାମଲା: ସମୁଦ୍ରରେ ବୁଡ଼ି ପ୍ରମାଣ ଖୋଜିଲେ ବୁଡ଼ାଳି, ଆଜି ଆସିବେ ଫରେନ୍‌ସିକ୍‌ ଟିମ୍‌
  • ||

ଆହତ କୁଟ୍ରା ଉଦ୍ଧାର, ଚିକିତ୍ସା ପରେ ଜଙ୍ଗଲରେ ଛାଡ଼ିବ ବନ ବିଭାଗ

ଗୁଣପୁର, ୧୬/୧୧ : ରାୟଗଡ଼ା ଜିଲ୍ଲା ରମାନଗୁଡା ନାରଙ୍ଗବାଡି ଓ ଦେଉଳା ଅଞ୍ଚଳରୁ ଏକ ଆହତ କୁଟ୍ରା ଉଦ୍ଧାର। କୁଟ୍ରାଟିକୁ ଏବେ ବନ ବିଭାଗ କାର୍ଯ୍ୟାଳୟରେ ସୁରକ୍ଷିତ ଭାବେ ରଖା ଯାଇଛି। ବନ କର୍ମଚାରୀ ଉପସ୍ଥିତ ଅଛନ୍ତି। 

ସୂଚନାନୁଯାୟୀ, ଆହତ କୁଟ୍ରାକୁ ବନବିଭାଗ ଚିକିତ୍ସା ନିମନ୍ତେ ପଶୁ ଚିକିତ୍ସାଳୟକୁ ନେଇଥିଲେ। କୁଟ୍ରାଟିର ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ହେବାପରେ ପାଖ ଜଙ୍ଗଲରେ ଛଡାଯିବ ବୋଲି ବନ ବିଭାଗ କହିଛି ।

 

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.