ପ୍ରମୁଖ ଖବର
  • ଡିସେମ୍ବର ୯ରେ ଡବ୍ଲ୍ୟୁପିଏଲ୍‌-୨ ଅକ୍ସନ୍: ନିଲାମ ତାଲିକାରେ ୧୬୫ ଖେଳାଳି, ଡଟିନ, ୱାଟ୍‌ ଓ ଆଟାପଟୁଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର: ସୋମବାରଠାରୁ ସଂସଦର ଶୀତ ଅଧିବେଶନ: ବିଜେଡି ଉଠାଇବ ବିଧାନ ପରିଷଦ, ପିଏମ୍‌ଏୱାଇ ପ୍ରସଙ୍ଗ
  • ||
  • ନିଶ୍ଚିନ୍ତକୋଇଲି: ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନକାଉଣ୍ଟର, ଅଭିଯୁକ୍ତ ନାଁରେ ରହିଛି ୫୩ଟି ମାମଲା
  • ||
  • ମଧ୍ୟପ୍ରଦେଶ ଟ୍ରେଣ୍ଡିଂରେ ବିଜେପିକୁ ବହୁମତ, ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଭେଟିବାକୁ ପହଞ୍ଚିଲେ ସିନ୍ଧିଆ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉତ୍ପାତିଆ ଦନ୍ତା ହାତୀ ହେବେ ସାବାଡ୍‌, ଖୁବ୍‌ଶୀଘ୍ର ହାତୀଙ୍କ ‘ପାଠଶାଳା’ରେ ହେବ କୁମ୍‌କୀ ପ୍ରଶିକ୍ଷଣ ଟ୍ରେନିଂ
  • ||
  • ଭୁବନେଶ୍ୱର: ବାତ୍ୟା ‘ମିଗଜାଉମ୍’ର ରୂପ ନେଲା ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା
  • ||
  • ଭୁବନେଶ୍ୱର: OAS ସ୍ତରରେ ଛୋଟ ଧରଣର ଅଦଳବଦଳ: ୧୧ ଓଏଏସ୍ ଅଧିକାରୀଙ୍କ ବଦଳି
  • ||
  • ଫୁଲବାଣୀ: ସାଙ୍ଗମାନଙ୍କ ସହ ଭଉଣୀକୁ ଗଣଦୁଷ୍କର୍ମ ମାମଲା: ହତ୍ୟା ଅଭିଯୋଗରେ ଭାଇ ସମେତ ୪ ଗିରଫ
  • ||
  • ଆଜି ପଞ୍ଚମ ଟି-ଟ୍ୱେଣ୍ଟି: ଚିନ୍ନାସ୍ୱାମୀରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା, ବଳକାଙ୍କୁ ମିଳିବ ସୁଯୋଗ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା: ବର୍ଷା ଧରି ଓଡ଼ିଶାରେ ପଶିବ, ଉଜାଡ଼ି ଦେବ ଅମଳ ମୁହାଁ ଫସଲ, ୧୩ ଜିଲ୍ଲାକୁ ବର୍ଷା ଆଲର୍ଟ
  • ||

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ନୂଆ ମେସିନ୍ ଲାଗିବା ପରେ ଆରମ୍ଭ କଲା ଯାତ୍ରା

କୃଷ୍ଣପ୍ରସାଦ୧୨/୧୧: ଚିଲିକା ମଝିରେ ଫସିଲା ଯାତ୍ର ବାହୀ ଘାଟ ଡ଼ଙ୍ଗା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଏଁସା ଗାଁ ନିକଟରେ ଅଟକି ରହିଛି ଯାତ୍ରୀବାହି ଘାଟ ଡ଼ଙ୍ଗା । ଡଙ୍ଗାରେ ୩୦ରୁ ଅଧିକ ଯାତ୍ରୀ ଏବଂ ୧୦ଟି ବାଇକ ରହିଛି ।ଡ଼ଙ୍ଗା ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକା ମଝିରେ ଫସି ରହିଥିବା ସୂଚନା ମିଳିଛି।

ସୂଚନା ମୁତାବିକ, ଆଜି ସାତପଡ଼ା ଠାରୁ ଯାତ୍ରୀମାନଙ୍କୁ ନେଇ ଜହ୍ନିକୁଦା ଅଭିମୁଖେ ବାହାରି ଥିଲା ଯାତ୍ରୀ ବାହି ଘାଟ ଡ଼ଙ୍ଗା । ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକା ମଝିରେ ଫସି ରହିଥିଲା। ପରେ ମଏଁସା ଗାଁ ନିକଟ ଏକ କୁଦ୍ରେ ଡ଼ଙ୍ଗା ଚାଳକ ଆହୁଲା ମାରି ମାରି ଡ଼ଙ୍ଗାକୁ ଲଗାଇଥିଲା। ପରେ ଆଉ ଏକ ମେସିନ ବଦଳାଇବା ପରେ ଡଙ୍ଗାଟି ପୁଣି ତାର ଗନ୍ତବ୍ୟ ସ୍ଥଳକୁ ଯାତ୍ରା କରିଥିବା ଜଣାପଡିଛି।


Copyright © 2022 - Summa Real Media Private Limited. All Rights Reserved.