ପ୍ରମୂଖ ଖବର
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ବିଶ୍ୱବିଦ୍ୟାଳୟ ପରିସରରେ ଅଘଟଣ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ର ମୃତ, ୨ ଗୁରୁତର

କଟକ, ୧୯/୦୯ : ଗଣେଶ ପୂଜାରେ ଅଘଟଣ। କଟକର ଏକ ଘରୋଇ ବିଶ୍ୱବିଦ୍ୟାଳୟ ପରିସରରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ର ମୃତ, ୨ ଗୁରୁତର । ଗଣେଶ ମୂର୍ତ୍ତି ନେଇ ଯାଉଥିବା ବେଳେ ପତାକା ହଲାଇବା ବେଳେ ତାର ଲାଗି ଏହି ଦୁର୍ଘଟଣା ଘଟିଛି। ଆହତମାନେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.