ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଜେଡିରେ ମିଶିବା ପରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ଗଞ୍ଜାମ ଗସ୍ତ

ଭୁବନେଶ୍ୱର,୨୭/୧୧ : ବିଜେଡିରେ ଯୋଗଦେବା ପରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ଗଞ୍ଜାମ ଗସ୍ତ । ମା' ତାରାତାରିଣୀଙ୍କ ଦର୍ଶନ କରି ଭୁବନେଶ୍ଵର ଫେରିଛନ୍ତି । ଏହି ଅବସରରେ ଗଞ୍ଜାମ ଜିଲ୍ଲାର ବିଜେଡି ବିଧାୟକ, ସାଂସଦ ଓ କର୍ମକର୍ତ୍ତା ତାଙ୍କୁ ସ୍ୱାଗତ କରିବା ସହ ସମ୍ବର୍ଦ୍ଧନା ଜଣାଇଥିଲେ । ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ । 

ପ୍ରକାଶ ଯେ, ଶୁକ୍ରବାର ବିଜେଡିରେ ମିଶିଛନ୍ତି ଭି.କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ଭି.କାର୍ତ୍ତିକେୟ ପାଣ୍ଡିଆନ୍ । ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଅଛନ୍ତି ପାଣ୍ଡିଆନ୍ ।    

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.