ପ୍ରମୁଖ ଖବର
  • ଇଓଡବ୍ଲ୍ୟୁ ପଞ୍ଝାରେ ୨ କୁଖ୍ୟାତ କ୍ରିପ୍ଟୋ ଠକ, ୧୫ କୋଟି ଟଙ୍କାର ଠକେଇ ଅଭିଯୋଗ
  • ||
  • ସ୍ଵାମୀ ସରୋଜଙ୍କ ସହ ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ, ବିଜେଡିରୁ ଦେଇଥିଲେ ଇସ୍ତଫା
  • ||
  • ମେ ୩୧ରେ ଆସିବ ‘ମିଷ୍ଟର ଆଣ୍ଡ ମିସେସ୍‌ ମାହି’, ଦେଖିବାକୁ ମିଳିବ ରାଜକୁମାର-ଜାହ୍ନବୀଙ୍କ ଜବରଦସ୍ତ କେମେଷ୍ଟ୍ରି
  • ||
  • ଖାଉଟିଙ୍କ ପକେଟକୁ ମହଙ୍ଗା ମାଡ଼: ଟ୍ୱିନ୍‌ ସିଟିରେ ଆଳୁ କିଲୋ ୩୦ ଟଙ୍କା, ସପ୍ତାହକରେ ୮ ଟଙ୍କା ବଢ଼ିଲାଣି
  • ||
  • ପ୍ଲାଷ୍ଟିକ ବଜାରକୁ ନେଇ ବିବାଦ: ଆଜି ୧୨ ସଂଘ-ବିଏମ୍‌ସି ବୈଠକ
  • ||
  • ସୋମବାର ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପ୍ରତିଷ୍ଠା ଉତ୍ସବ, ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା
  • ||
  • ପାରାଦୀପରେ ୬୧ ଦିନ ଯାଏଁ ମାଛଧରା ବନ୍ଦ, ମାଛ ସଂରକ୍ଷଣକୁ ଦୃଷ୍ଟିରେ ରଖି ମତ୍ସ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ
  • ||
  • ଓଡ଼ିଶାରେ ମୋଦି ନୁହେଁ, ‘ନବୀନ ଗ୍ୟାରେଣ୍ଟି’: ଚାଲିଛି ମତାମତ ସଂଗ୍ରହ, ଖୁବ୍‌ଶୀଘ୍ର ବିଜେଡିର ଇସ୍ତାହାର
  • ||
  • IPL 2024: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ଟକ୍କର, ରୟାଲର କ୍ଲାସେନ ଭୟ
  • ||
  • ରାଜ୍ୟରେ ପୁଣି ପ୍ରଚଣ୍ଡ ତାତି, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ପାରଦ: ୧୮ ଯାଏ ଭୀଷଣ ଗ୍ରୀଷ୍ମପ୍ରବାହ
  • ||

ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବଲାଙ୍ଗିର, ୦୪/୦୩ : ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ଆଗଲପୁର ତହସିଲର ଅମିନ ସଦାନନ୍ଦ ସାହୁ। ଲାଞ୍ଚ ନେଇ ଧରାପଡିଛନ୍ତି ଅମିନ ବାବୁ। ଜମିପଟ୍ଟା କରାଇ ଦେବାକୁ କହି ଅଭିଯୋଗକାରୀଙ୍କ ଠାରୁ ନେଉଥିଲେ ଲାଞ୍ଚ।

ସୂଚନାନୁଯାୟୀ, ଆଗଲପୁର ତହସିଲର ଅମିନ ସଦାନନ୍ଦ ସାହୁ ଜମି ମ୍ୟୁଟେସନ କରାଇ ଦବାକୁ କହି ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ। ଆଜି ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଧରା ପଡିଛନ୍ତି। ଧରାପଡିବା ପରେ ସଦାନନ୍ଦଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏନେଇ ଅଧିକ ତଦନ୍ତ ଜାରି ରହିଛି। 

 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.